ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସମ୍ଭାବ୍ୟ ଲଘୁଚାପ ପାଇଁ ମତ୍ସ୍ୟଜୀବୀଙ୍କୁ ୨୩ରୁ ସମୁଦ୍ର ମନା: SRC

The Sakala Picture
Published On

ଭୁବନେଶ୍ବର: ସମ୍ଭାବ୍ୟ ଲଘୁଚାପ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି। ୨୩ରୁ ସମୁଦ୍ର ମନା । ଏ ନେଇ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ମେ’ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଝଟକା ପବନର ଗତି ୬୦କିମି ପ୍ରତି ଘଣ୍ଟା ହେବାର ଅନୁମାନ କରାଯାଇଛି। ୨୪ ସକାଳୁ ଏହା ଅବପାତର ରୂପ ନେବା […]

ଭୁବନେଶ୍ବର: ସମ୍ଭାବ୍ୟ ଲଘୁଚାପ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି। ୨୩ରୁ ସମୁଦ୍ର ମନା । ଏ ନେଇ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ମେ’ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଝଟକା ପବନର ଗତି ୬୦କିମି ପ୍ରତି ଘଣ୍ଟା ହେବାର ଅନୁମାନ କରାଯାଇଛି। ୨୪ ସକାଳୁ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ସେତେବେଳେ ପବନର ଗତି ଘଣ୍ଟାକୁ ୫୦ରୁ ୬୦ ଓ ସ୍ଥଳବିଶେଷରେ ୭୦ କିମି ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨୩ ତାରିଖ ସକାଳୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ନଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୩ ପୂର୍ବରୁ କୂଳକୁ ଫେରି ଆସିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

20 May 2024 By The Sakala

ସମ୍ଭାବ୍ୟ ଲଘୁଚାପ ପାଇଁ ମତ୍ସ୍ୟଜୀବୀଙ୍କୁ ୨୩ରୁ ସମୁଦ୍ର ମନା: SRC

ଭୁବନେଶ୍ବର: ସମ୍ଭାବ୍ୟ ଲଘୁଚାପ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି। ୨୩ରୁ ସମୁଦ୍ର ମନା । ଏ ନେଇ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ମେ’ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଝଟକା ପବନର ଗତି ୬୦କିମି ପ୍ରତି ଘଣ୍ଟା ହେବାର ଅନୁମାନ କରାଯାଇଛି। ୨୪ ସକାଳୁ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ସେତେବେଳେ ପବନର ଗତି ଘଣ୍ଟାକୁ ୫୦ରୁ ୬୦ ଓ ସ୍ଥଳବିଶେଷରେ ୭୦ କିମି ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨୩ ତାରିଖ ସକାଳୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ନଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୩ ପୂର୍ବରୁ କୂଳକୁ ଫେରି ଆସିବାକୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର