କଟକ: ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲା। ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଛି ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ। ଆସନ୍ତା ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି।
ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ଓ ନାଟମଣ୍ଡପ ମରାମତି ନିର୍ଦ୍ଦେଶ