ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ

The Sakala Picture
Published On

ପୁରୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଏ ନେଇ ସୂଚନା ଦେଇଛନ୍ତି। ଏଏସଆଇକୁ ଏନଓସି ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ମରାମତି କାର୍ଯ୍ୟ କରିପାରିବେ । ମରାମତି କାର୍ଯ୍ୟକୁ ଟେକ୍ନିକାଲ କମିଟି ଓ ପରିଚାଳନା କମିଟି ସେବାୟତ ସଦସ୍ୟ ତଦାରଖ କରିବେ । ନାଟମଣ୍ଡପର ଗୋଟିଏ ବିମ୍‌ରେ ଫାଟ ଥିବା କହିଛି ଏଏସଆଇ । ଯାଞ୍ଚ […]

ପୁରୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଏ ନେଇ ସୂଚନା ଦେଇଛନ୍ତି। ଏଏସଆଇକୁ ଏନଓସି ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ମରାମତି କାର୍ଯ୍ୟ କରିପାରିବେ । ମରାମତି କାର୍ଯ୍ୟକୁ ଟେକ୍ନିକାଲ କମିଟି ଓ ପରିଚାଳନା କମିଟି ସେବାୟତ ସଦସ୍ୟ ତଦାରଖ କରିବେ । ନାଟମଣ୍ଡପର ଗୋଟିଏ ବିମ୍‌ରେ ଫାଟ ଥିବା କହିଛି ଏଏସଆଇ । ଯାଞ୍ଚ ପରେ ଆଉ କ’ଣ ସମସ୍ୟା ଏବଂ କେଉଁଠି ଫାଟ ରହିଛି ତାହା ସ୍ପଷ୍ଟ ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଚାଞ୍ଚଲ୍ୟ: ବାପାକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ପୁଅ, ପାରିବାରିକ କଳହ ସନ୍ଦେହ

ଖବର ଅନୁଯାୟୀ, ଗତକାଲି ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ। ଆସନ୍ତା  ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି।

ଆହୁରି ପଢ଼ନ୍ତୁ: ମହାନଦୀରେ ବଢୁଛି ଜଳସ୍ତର: ମା’ ଭଟ୍ଟାରିକାଙ୍କ ପୀଠରେ ପଶିଲା ବନ୍ୟା ଜଳ, ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ଦେବୀ

16 Nov 2023 By The Sakala

ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ

ପୁରୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଏ ନେଇ ସୂଚନା ଦେଇଛନ୍ତି। ଏଏସଆଇକୁ ଏନଓସି ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ମରାମତି କାର୍ଯ୍ୟ କରିପାରିବେ । ମରାମତି କାର୍ଯ୍ୟକୁ ଟେକ୍ନିକାଲ କମିଟି ଓ ପରିଚାଳନା କମିଟି ସେବାୟତ ସଦସ୍ୟ ତଦାରଖ କରିବେ । ନାଟମଣ୍ଡପର ଗୋଟିଏ ବିମ୍‌ରେ ଫାଟ ଥିବା କହିଛି ଏଏସଆଇ । ଯାଞ୍ଚ ପରେ ଆଉ କ’ଣ ସମସ୍ୟା ଏବଂ କେଉଁଠି ଫାଟ ରହିଛି ତାହା ସ୍ପଷ୍ଟ ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ଗତକାଲି ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ। ଆସନ୍ତା  ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର