ମନୋରଞ୍ଜନ
ଓଡ଼ିଶା
କର୍ତ୍ତବ୍ୟପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼
ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀ କର୍ତ୍ତବ୍ୟପଥରେ ଗଡ଼ିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ବିଶ୍ୱ ଦେଖିଲା ଓଡ଼ିଶାର ମହାନ କଳା ସଂସ୍କୃତିର ଝଲକ। ସମ୍ୱଲପୁରୀ ନାଚଗୀତରେ ସମସ୍ତ ବିମୋହିତ ହୋଇଛନ୍ତି। #WATCH | The #RepublicDay2024 tableau of Odisha takes part in the parade. The tableau of the state depicts the achievements of women empowerment as well as the state's rich handicraft and handloom sector. […]
ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀ କର୍ତ୍ତବ୍ୟପଥରେ ଗଡ଼ିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ବିଶ୍ୱ ଦେଖିଲା ଓଡ଼ିଶାର ମହାନ କଳା ସଂସ୍କୃତିର ଝଲକ। ସମ୍ୱଲପୁରୀ ନାଚଗୀତରେ ସମସ୍ତ ବିମୋହିତ ହୋଇଛନ୍ତି।
#WATCH | The #RepublicDay2024 tableau of Odisha takes part in the parade.
ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନThe tableau of the state depicts the achievements of women empowerment as well as the state's rich handicraft and handloom sector. pic.twitter.com/aH4LxHx8fz
ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ— ANI (@ANI) January 26, 2024
ସୂଚନା ଅନୁଯାୟୀ, ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ହୋଇଥିଲା। ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ମଡେଲ ସ୍ଥାନ ପାଇଥିଲା । ଏଥିରେ ରଘୁରାଜପୁର ଶିଳ୍ପୀଗ୍ରାମ ଓ ନାରୀ ସଶକ୍ତିକରଣକୁ ପ୍ରଦର୍ଶିତ କରାଯାଇଛି। ଏହାସହ ସମ୍ବଲପୁରୀ ଗୀତ ଓ ନାଚ ମଧ୍ୟ ପରିବେଷିତ ହୋଇଥିଲା। ବିଶିଷ୍ଟ ଚିତ୍ରଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ତତ୍ତ୍ୱାବଧାନରେ ଏହି ମଡେଲ୍ ପ୍ରସ୍ତୁତ ହୋଇଥିଲା।






