ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଆଇପିଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ସଫିନ ଅହମ୍ମଦ କେ. ହେଲେ କ୍ରାଇମବ୍ରାଞ୍ଚ ଆଇଜି

The Sakala Picture
Published On

ଭୁବନେଶ୍ବର : ଆଇପିଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇପିଏସ ଅଫିସର ସଫିନ ଅହମ୍ମଦ କେ.ଙ୍କୁ କ୍ରାଇମବ୍ରାଞ୍ଚ ଆଇଜି ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ସେହିଭଳି ସାର୍ଥକ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ୨୦୦୮ ବ୍ୟାଚ୍ ଆଇପିଏସ୍ ସତ୍ୟଜିତ ନାୟକଙ୍କୁ ଏଚ୍‌ଆର୍‌ପିସି ଡିଆଇଜି ଭାବେ ନିଯୁକ୍ତ କରାଯାଇଛି । ସେହିପରି କଟକ ଏସପି ଥିବା ଯୁଗଳ କିଶୋର ବାନୋଥଙ୍କୁ ଆଡିସନାଲ ଆଇଜି ହେଡକ୍ୱାଟର୍ସ ଭାବେ ଦାୟିତ୍ୱ […]

ଭୁବନେଶ୍ବର : ଆଇପିଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇପିଏସ ଅଫିସର ସଫିନ ଅହମ୍ମଦ କେ.ଙ୍କୁ କ୍ରାଇମବ୍ରାଞ୍ଚ ଆଇଜି ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ସେହିଭଳି ସାର୍ଥକ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ୨୦୦୮ ବ୍ୟାଚ୍ ଆଇପିଏସ୍ ସତ୍ୟଜିତ ନାୟକଙ୍କୁ ଏଚ୍‌ଆର୍‌ପିସି ଡିଆଇଜି ଭାବେ ନିଯୁକ୍ତ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜରାସ୍ତାରେ ଚାଷୀ; ସରକାର ଉତ୍ସବ ମନାଉଛନ୍ତି: ବିଜେଡି

ସେହିପରି କଟକ ଏସପି ଥିବା ଯୁଗଳ କିଶୋର ବାନୋଥଙ୍କୁ ଆଡିସନାଲ ଆଇଜି ହେଡକ୍ୱାଟର୍ସ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ହେଡକ୍ୱାଟର୍ସ ଏସପି ଥିବା ରାହୁଲ ଜୈନଙ୍କୁ ନୟାଗଡ଼ ଏସ୍‌ପି ଭାବେ ବଦଳି କରାଯାଇଛି । ସେହିଭଳି ମିହିର କୁମାର ପଣ୍ଡାଙ୍କୁ କଟକ ଗ୍ରାମାଞ୍ଚଳ ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର, ଏମକେସିଜିରେ ଚାଲିଛି ଚିକିତ୍ସା

07 Jul 2023 By The Sakala

ଆଇପିଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ସଫିନ ଅହମ୍ମଦ କେ. ହେଲେ କ୍ରାଇମବ୍ରାଞ୍ଚ ଆଇଜି

ଭୁବନେଶ୍ବର : ଆଇପିଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇପିଏସ ଅଫିସର ସଫିନ ଅହମ୍ମଦ କେ.ଙ୍କୁ କ୍ରାଇମବ୍ରାଞ୍ଚ ଆଇଜି ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ସେହିଭଳି ସାର୍ଥକ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ୨୦୦୮ ବ୍ୟାଚ୍ ଆଇପିଏସ୍ ସତ୍ୟଜିତ ନାୟକଙ୍କୁ ଏଚ୍‌ଆର୍‌ପିସି ଡିଆଇଜି ଭାବେ ନିଯୁକ୍ତ କରାଯାଇଛି ।

ସେହିପରି କଟକ ଏସପି ଥିବା ଯୁଗଳ କିଶୋର ବାନୋଥଙ୍କୁ ଆଡିସନାଲ ଆଇଜି ହେଡକ୍ୱାଟର୍ସ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ହେଡକ୍ୱାଟର୍ସ ଏସପି ଥିବା ରାହୁଲ ଜୈନଙ୍କୁ ନୟାଗଡ଼ ଏସ୍‌ପି ଭାବେ ବଦଳି କରାଯାଇଛି । ସେହିଭଳି ମିହିର କୁମାର ପଣ୍ଡାଙ୍କୁ କଟକ ଗ୍ରାମାଞ୍ଚଳ ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର