ଧବଳେଶ୍ୱର ପୀଠରେ ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଧାରା ଜାରି, ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଦର୍ଶନ

The Sakala Picture
Published On

କଟକ: ୧୪୪ ଜାରି ହୋଇଥିବାରୁ ଏବର୍ଷ ଧବଳେଶ୍ୱର ଯାତ୍ରା ବନ୍ଦ ରହିବ। ଧବଳେଶ୍ୱରକୁ କୌଣସି ଶ୍ରଦ୍ଧାଳୁଙ୍କୁ ଯିବାକୁ ଅନୁମତି ଦିଆଯିବନି । ଆଗକୁ ପଞ୍ଚୁକ ଓ ବଡ ଓଷା ଥିବାରୁ ଏମିତି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି କଟକ ଦାୟିତ୍ୱରେ ଥିବା ଖୋର୍ଦ୍ଧା ଏସ୍ପି ସିଦ୍ଧାର୍ଥ କାଟାରିଆ । ସୂଚନା ଅନୁଯାୟୀ, ଗତକାଲି ଝୁଲାପୋଲ ମରାମତି ପାଇଁ ଧବଳେଶ୍ୱର ପୀଠରେ ଜାରି ହୋଇଥିଲା ୧୪୪ ଧାରା ।  ଯୋଗେ ଶ୍ରଦ୍ଧାଳୁଙ୍କୁ ପାରି କରାଇବା […]

କଟକ: ୧୪୪ ଜାରି ହୋଇଥିବାରୁ ଏବର୍ଷ ଧବଳେଶ୍ୱର ଯାତ୍ରା ବନ୍ଦ ରହିବ। ଧବଳେଶ୍ୱରକୁ କୌଣସି ଶ୍ରଦ୍ଧାଳୁଙ୍କୁ ଯିବାକୁ ଅନୁମତି ଦିଆଯିବନି । ଆଗକୁ ପଞ୍ଚୁକ ଓ ବଡ ଓଷା ଥିବାରୁ ଏମିତି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି କଟକ ଦାୟିତ୍ୱରେ ଥିବା ଖୋର୍ଦ୍ଧା ଏସ୍ପି ସିଦ୍ଧାର୍ଥ କାଟାରିଆ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସୂଚନା ଅନୁଯାୟୀ, ଗତକାଲି ଝୁଲାପୋଲ ମରାମତି ପାଇଁ ଧବଳେଶ୍ୱର ପୀଠରେ ଜାରି ହୋଇଥିଲା ୧୪୪ ଧାରା ।  ଯୋଗେ ଶ୍ରଦ୍ଧାଳୁଙ୍କୁ ପାରି କରାଇବା ସମ୍ଭବ ନଥିବାରୁ ଜାରି ହୋଇଥିଲା କଟକଣା । ଏହାସହ ସକାଳେ ଝୁଲାପୋଲରେ ଯାତ୍ରୀ କଟକଣା ଜାରି କରାଯାଇଥିଲା । ତେବେ ବିଶେଷଜ୍ଞ ଟିମ୍ ଅନୁଧ୍ୟାନ ପରେ ମରାମତି ପାଇଁ ନିଷ୍ପତ୍ତି ନେଇଥିଲା ପ୍ରଶାସନ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

01 Nov 2022 By The Sakala

ଧବଳେଶ୍ୱର ପୀଠରେ ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଧାରା ଜାରି, ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଦର୍ଶନ

କଟକ: ୧୪୪ ଜାରି ହୋଇଥିବାରୁ ଏବର୍ଷ ଧବଳେଶ୍ୱର ଯାତ୍ରା ବନ୍ଦ ରହିବ। ଧବଳେଶ୍ୱରକୁ କୌଣସି ଶ୍ରଦ୍ଧାଳୁଙ୍କୁ ଯିବାକୁ ଅନୁମତି ଦିଆଯିବନି । ଆଗକୁ ପଞ୍ଚୁକ ଓ ବଡ ଓଷା ଥିବାରୁ ଏମିତି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି କଟକ ଦାୟିତ୍ୱରେ ଥିବା ଖୋର୍ଦ୍ଧା ଏସ୍ପି ସିଦ୍ଧାର୍ଥ କାଟାରିଆ ।

ସୂଚନା ଅନୁଯାୟୀ, ଗତକାଲି ଝୁଲାପୋଲ ମରାମତି ପାଇଁ ଧବଳେଶ୍ୱର ପୀଠରେ ଜାରି ହୋଇଥିଲା ୧୪୪ ଧାରା ।  ଯୋଗେ ଶ୍ରଦ୍ଧାଳୁଙ୍କୁ ପାରି କରାଇବା ସମ୍ଭବ ନଥିବାରୁ ଜାରି ହୋଇଥିଲା କଟକଣା । ଏହାସହ ସକାଳେ ଝୁଲାପୋଲରେ ଯାତ୍ରୀ କଟକଣା ଜାରି କରାଯାଇଥିଲା । ତେବେ ବିଶେଷଜ୍ଞ ଟିମ୍ ଅନୁଧ୍ୟାନ ପରେ ମରାମତି ପାଇଁ ନିଷ୍ପତ୍ତି ନେଇଥିଲା ପ୍ରଶାସନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର