ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ହେଲେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ସଭାପତି ଭାବେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ରାଷ୍ଟ୍ରମନ୍ତ୍ରୀ ପାହ୍ୟ ସହ ଏହି ଦାୟିତ୍ୱ ତୁଲାଇବେ । ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେବେ ଉପେନ୍ଦ୍ର ତ୍ରିପାଠୀ। ବର୍ତ୍ତମାନ ଶ୍ରୀ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା (ଶିକ୍ଷା) ଭାବେ କାର୍ଯ୍ଯ କରୁଛନ୍ତି । ୧୯୮୦ ବ୍ୟାଚ କର୍ଣ୍ଣାଟକ କ୍ୟାଡରର ଆଇଏଏସ୍ ହେଉଛନ୍ତି […]

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ସଭାପତି ଭାବେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ରାଷ୍ଟ୍ରମନ୍ତ୍ରୀ ପାହ୍ୟ ସହ ଏହି ଦାୟିତ୍ୱ ତୁଲାଇବେ । ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେବେ ଉପେନ୍ଦ୍ର ତ୍ରିପାଠୀ।

ଆହୁରି ପଢ଼ନ୍ତୁ: ପ୍ରାଚୀ, ଧନୁଆ ଓ ଦୟା ନଦୀର ହେବ ପୁନରୁଦ୍ଧାର

ବର୍ତ୍ତମାନ ଶ୍ରୀ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା (ଶିକ୍ଷା) ଭାବେ କାର୍ଯ୍ଯ କରୁଛନ୍ତି । ୧୯୮୦ ବ୍ୟାଚ କର୍ଣ୍ଣାଟକ କ୍ୟାଡରର ଆଇଏଏସ୍ ହେଉଛନ୍ତି ଉପେନ୍ଦ୍ର ତ୍ରିପାଠୀ । ପୂର୍ବରୁ ଆଦର୍ଶ ବିଦ୍ୟାଳୟ ସଂଗଠନ ନେଇ ତାଙ୍କର ଅଭିଜ୍ଞତା ରହିଛି । କର୍ଣ୍ଣାଟକରେ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ସେ ପୂର୍ବରୁ କାର୍ଯ୍ଯ କରିଛନ୍ତି । ସୂଚନା ଯୋଗ୍ୟ ଯେ, ଗତ ଜୁନ୍ ୩ ତାରିଖରେ ତତ୍କାଳୀନ ଉପଦେଷ୍ଟ ବିଜୟ କୁମାର ସାହୁଙ୍କ କରୋନାରେ ଦେହାନ୍ତ ପରେ ଏହି ପଦବୀ ଖାଲି ପଡ଼ିଥିଲା ।

ଆହୁରି ପଢ଼ନ୍ତୁ: କାଲିଠାରୁ ଉପରମୁହାଁ ହେବ ପାରଦ, ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଡେଇଁପାରେ ତାପମାତ୍ରା

ଆହୁରି ପଢ଼ନ୍ତୁ: Viral Photo: ହିମାଳୟରେ ତପସ୍ୟା କରୁଛନ୍ତି 'ସାରଥି ବାବା', ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି ଫଟୋ...

02 Aug 2021 By The Sakala

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ହେଲେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ସଭାପତି ଭାବେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ରାଷ୍ଟ୍ରମନ୍ତ୍ରୀ ପାହ୍ୟ ସହ ଏହି ଦାୟିତ୍ୱ ତୁଲାଇବେ । ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେବେ ଉପେନ୍ଦ୍ର ତ୍ରିପାଠୀ।

ବର୍ତ୍ତମାନ ଶ୍ରୀ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା (ଶିକ୍ଷା) ଭାବେ କାର୍ଯ୍ଯ କରୁଛନ୍ତି । ୧୯୮୦ ବ୍ୟାଚ କର୍ଣ୍ଣାଟକ କ୍ୟାଡରର ଆଇଏଏସ୍ ହେଉଛନ୍ତି ଉପେନ୍ଦ୍ର ତ୍ରିପାଠୀ । ପୂର୍ବରୁ ଆଦର୍ଶ ବିଦ୍ୟାଳୟ ସଂଗଠନ ନେଇ ତାଙ୍କର ଅଭିଜ୍ଞତା ରହିଛି । କର୍ଣ୍ଣାଟକରେ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ସେ ପୂର୍ବରୁ କାର୍ଯ୍ଯ କରିଛନ୍ତି । ସୂଚନା ଯୋଗ୍ୟ ଯେ, ଗତ ଜୁନ୍ ୩ ତାରିଖରେ ତତ୍କାଳୀନ ଉପଦେଷ୍ଟ ବିଜୟ କୁମାର ସାହୁଙ୍କ କରୋନାରେ ଦେହାନ୍ତ ପରେ ଏହି ପଦବୀ ଖାଲି ପଡ଼ିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର