ରାଜ୍ୟକୁ ଫେରିଲା ସପ୍ତାହନ୍ତ ସଟ୍‌ଡାଉନ୍

The Sakala Picture
Published On

ଭୁବନେଶ୍ବର : କରୋନା ମହାମାରୀ ଦ୍ବିତୀୟ ଲହରୀ ରାଜ୍ୟରେ ମାଡି ଚାଲିଥିବା ବେଳେ ରାଜ୍ୟକୁ ଫେରିଛି ସପ୍ତାହନ୍ତ ସଟ୍‌ଡାଉନ୍। ପଡୋଶୀ ରାଜ୍ୟରେ କରୋନା ଭୟଙ୍କର ସ୍ଥିତିରେ ଥିବା କାରଣରୁ ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତରେ ଥିବା ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ । ପ୍ରତି ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ୱିକେଣ୍ଡ କର୍ଫ୍ୟୁ ଲାଗୁ ହେବ । ଆସନ୍ତା […]

ଭୁବନେଶ୍ବର : କରୋନା ମହାମାରୀ ଦ୍ବିତୀୟ ଲହରୀ ରାଜ୍ୟରେ ମାଡି ଚାଲିଥିବା ବେଳେ ରାଜ୍ୟକୁ ଫେରିଛି ସପ୍ତାହନ୍ତ ସଟ୍‌ଡାଉନ୍। ପଡୋଶୀ ରାଜ୍ୟରେ କରୋନା ଭୟଙ୍କର ସ୍ଥିତିରେ ଥିବା କାରଣରୁ ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତରେ ଥିବା ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ । ପ୍ରତି ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ୱିକେଣ୍ଡ କର୍ଫ୍ୟୁ ଲାଗୁ ହେବ । ଆସନ୍ତା ଶନିବାର ଓ ରବିବାର ଠାରୁ ଏହି ସାପ୍ତାହିକ ସଟଡାଉନ୍ ଲାଗୁ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାୟଗଡ଼ା ଭିଡ଼ ହିଂସା ଓ ବର୍ବରତା: ଏନ୍‌ଜିଓ କର୍ମୀଙ୍କୁ ମାଡ଼ ଘଟଣାରେ ଆଉ ୪ଜଣଙ୍କୁ ବାନ୍ଧିଲା ପୋଲିସ, ଗିରଫ ସଂଖ୍ୟା ୨୦କୁ ବୃଦ୍ଧି

ଏଥି ସହିତ ଛତିଶଗଡ଼ ସୀମାନ୍ତ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ଆସନ୍ତାକାଲିଠାରୁ ରାତ୍ରୀକାଳୀନ କର୍ଫ୍ୟୁ ସମୟ ପରିବର୍ତ୍ତନ ହେବ । ୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ଏହାବ୍ୟତୀତ ଓଡ଼ିଶାର ଅନ୍ୟ ୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୯ଟାରୁ ସକାଳ ୫ଟା ଯାଏ ଆସନ୍ତାକାଲି ଠାରୁ ଲାଗୁ ହେବ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ, ଅଧିକାଂଶ ଷ୍ଟ୍ରିମ୍‌ରେ ରେଭେନ୍ସା ବିଶ୍ବବିଦ୍ୟାଳୟ ଆଗରେ

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ ସମସ୍ତ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି । ଜରୁରୀକାଳୀନ ସେବାରେ ନିୟୋଜିତ ବ୍ୟକ୍ତି ନିଜ ଆଇକାର୍ଡ ଚେକିଂ ସମୟରେ ଦେଖାଇବେ । ନାଇଟ୍ କର୍ଫ୍ୟୁ ସମୟରେ ମାଲ ପରିବହନ ଗାଡ଼ି ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ।

ଆହୁରି ପଢ଼ନ୍ତୁ: ଚାକିରି ଅପେକ୍ଷାରେ ମେଧାବୀ, ଅବସରପ୍ରାପ୍ତଙ୍କୁ ପୁନଃ ନିଯୁକ୍ତି; ସରକାରଙ୍କୁ ଘେରିଲା ଛାତ୍ର ବିଜେଡି

15 Apr 2021 By The Sakala

ରାଜ୍ୟକୁ ଫେରିଲା ସପ୍ତାହନ୍ତ ସଟ୍‌ଡାଉନ୍

ଭୁବନେଶ୍ବର : କରୋନା ମହାମାରୀ ଦ୍ବିତୀୟ ଲହରୀ ରାଜ୍ୟରେ ମାଡି ଚାଲିଥିବା ବେଳେ ରାଜ୍ୟକୁ ଫେରିଛି ସପ୍ତାହନ୍ତ ସଟ୍‌ଡାଉନ୍। ପଡୋଶୀ ରାଜ୍ୟରେ କରୋନା ଭୟଙ୍କର ସ୍ଥିତିରେ ଥିବା କାରଣରୁ ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତରେ ଥିବା ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ । ପ୍ରତି ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ୱିକେଣ୍ଡ କର୍ଫ୍ୟୁ ଲାଗୁ ହେବ । ଆସନ୍ତା ଶନିବାର ଓ ରବିବାର ଠାରୁ ଏହି ସାପ୍ତାହିକ ସଟଡାଉନ୍ ଲାଗୁ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ଏଥି ସହିତ ଛତିଶଗଡ଼ ସୀମାନ୍ତ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ଆସନ୍ତାକାଲିଠାରୁ ରାତ୍ରୀକାଳୀନ କର୍ଫ୍ୟୁ ସମୟ ପରିବର୍ତ୍ତନ ହେବ । ୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ଏହାବ୍ୟତୀତ ଓଡ଼ିଶାର ଅନ୍ୟ ୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୯ଟାରୁ ସକାଳ ୫ଟା ଯାଏ ଆସନ୍ତାକାଲି ଠାରୁ ଲାଗୁ ହେବ ।

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ ସମସ୍ତ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି । ଜରୁରୀକାଳୀନ ସେବାରେ ନିୟୋଜିତ ବ୍ୟକ୍ତି ନିଜ ଆଇକାର୍ଡ ଚେକିଂ ସମୟରେ ଦେଖାଇବେ । ନାଇଟ୍ କର୍ଫ୍ୟୁ ସମୟରେ ମାଲ ପରିବହନ ଗାଡ଼ି ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର