ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକ

The Sakala Picture
Published On

ଭୁବନେଶ୍ବର: ଗୁରୁବାର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଆଲୋଚନା ହୋଇଛି । ଏହି ବୈଠକ ପରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। କେବେ ବି ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି […]

ଭୁବନେଶ୍ବର: ଗୁରୁବାର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଆଲୋଚନା ହୋଇଛି । ଏହି ବୈଠକ ପରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। କେବେ ବି ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି ଲିଡ୍‌ କରିନାହାନ୍ତି। ଦଳରେ ନବୀନ ବାବୁ ସର୍ବୋଚ୍ଚ ନେତା ଥିଲେ, ସବୁ ବେଳେ ରହିବେ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

ନବୀନଙ୍କୁ ଭେଟିବାକୁ ଯାଇଥିବା ବିଜେଡି ନେତାମାନଙ୍କ ମଧ୍ୟରେ ଥିଲେ ଜୟଶ୍ରୀ କହଁର, କୌଶଲ୍ୟା ପ୍ରଧାନ, ସୁଦାମ ମାରାଣ୍ଡି, ସୁବ୍ରତ ତରାଇ, ଲମ୍ବୋଦର ନିଆଲ, ଅବିନାଶ ସାମଲ, ରଞ୍ଜିତା ସାହୁ, ମନ୍ମଥ ରାଉତରାୟ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରୀତିରଞ୍ଜନ ଘଡାଇ, ପଦ୍ମନାଭ ବେହେର ଏବଂ ବିଷ୍ଣୁବ୍ରତ ରାଉତରାୟ ।

ଆହୁରି ପଢ଼ନ୍ତୁ: ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଜୁଲାଇ ୨୭ରେ ହେବ ଭୋଟିଂ

ସେହିପରି ବିକ୍ରମ କେଶରୀ ଆରୁଖ, ଶ୍ରୀକାନ୍ତ ସାହୁ, ପ୍ରଭୁ ଜାନି, ବିକ୍ରମ ପଣ୍ଡା, ସୁବାସ ବେହେରା, ଅଶୋକ ପଣ୍ଡା, ସୁଶାନ୍ତ ବେହେରା, କୌଶଲ୍ୟା ହିକକା, ପ୍ରଦୀପ ମାଝୀ, ମଞ୍ଜୁଲତା ମଣ୍ଡଳ, ଲେଖାଶ୍ରୀ ସାମନ୍ତସିଂହାର, ଶର୍ମିଷ୍ଠା ସେଠୀ, ସଂତୃପ୍ତ ମିଶ୍ର ଏବଂ ଭୃଗୁ ବକ୍ସିପାତ୍ର ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଆଜି ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା, ସୂଚନା ଦେଲେ ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ

06 Jun 2024 By The Sakala

ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକ

ଭୁବନେଶ୍ବର: ଗୁରୁବାର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ଦଳର ଆଗାମୀ ରଣନୀତି ସମ୍ପର୍କରେ ସଭାପତିଙ୍କ ସହ ଆଲୋଚନା ହୋଇଛି । ଏହି ବୈଠକ ପରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। କେବେ ବି ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି ଲିଡ୍‌ କରିନାହାନ୍ତି। ଦଳରେ ନବୀନ ବାବୁ ସର୍ବୋଚ୍ଚ ନେତା ଥିଲେ, ସବୁ ବେଳେ ରହିବେ।

ନବୀନଙ୍କୁ ଭେଟିବାକୁ ଯାଇଥିବା ବିଜେଡି ନେତାମାନଙ୍କ ମଧ୍ୟରେ ଥିଲେ ଜୟଶ୍ରୀ କହଁର, କୌଶଲ୍ୟା ପ୍ରଧାନ, ସୁଦାମ ମାରାଣ୍ଡି, ସୁବ୍ରତ ତରାଇ, ଲମ୍ବୋଦର ନିଆଲ, ଅବିନାଶ ସାମଲ, ରଞ୍ଜିତା ସାହୁ, ମନ୍ମଥ ରାଉତରାୟ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରୀତିରଞ୍ଜନ ଘଡାଇ, ପଦ୍ମନାଭ ବେହେର ଏବଂ ବିଷ୍ଣୁବ୍ରତ ରାଉତରାୟ ।

ସେହିପରି ବିକ୍ରମ କେଶରୀ ଆରୁଖ, ଶ୍ରୀକାନ୍ତ ସାହୁ, ପ୍ରଭୁ ଜାନି, ବିକ୍ରମ ପଣ୍ଡା, ସୁବାସ ବେହେରା, ଅଶୋକ ପଣ୍ଡା, ସୁଶାନ୍ତ ବେହେରା, କୌଶଲ୍ୟା ହିକକା, ପ୍ରଦୀପ ମାଝୀ, ମଞ୍ଜୁଲତା ମଣ୍ଡଳ, ଲେଖାଶ୍ରୀ ସାମନ୍ତସିଂହାର, ଶର୍ମିଷ୍ଠା ସେଠୀ, ସଂତୃପ୍ତ ମିଶ୍ର ଏବଂ ଭୃଗୁ ବକ୍ସିପାତ୍ର ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର