ସମ୍ଭାବ୍ୟ ବାତ୍ୟା ନେଇ ଏସ୍‌ଆର୍‌ସିଙ୍କ ସମୀକ୍ଷା: ଆବଶ୍ୟକ ମାନବସମ୍ବଳ ସହ ଯନ୍ତ୍ରପାତି ପ୍ରସ୍ତୁତ ରଖିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ବାତ୍ୟା ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଆଇଏମ୍‌ଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଏସ୍‌ଆର୍‌ସି ପ୍ରଦୀପ ଜେନା ଭିଡିଓ କନଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି । Sri P.K Jena, SRC took a preparatory meeting today at 10AM with all concerned Deptt. Secys, Director IMD on preparedness […]

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ବାତ୍ୟା ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଆଇଏମ୍‌ଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଏସ୍‌ଆର୍‌ସି ପ୍ରଦୀପ ଜେନା ଭିଡିଓ କନଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’ର ମୂଳଦୂଆ ପକାଇଲେ ମହମ୍ମଦ ମୋକିମ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜିରୋ କାଜୁଆଲିଟିକୁ ପ୍ରାଥମିକତା ଦେଇ ଆରମ୍ଭ ହୋଇଛି ପ୍ରସ୍ତୁତି । ରାଜୀବ ଭବନରୁ ଭିଡିଓ କନଫରେନ୍ସିଂରେ ସାମିଲ ହୋଇ ବାତ୍ୟା ମୁକାବିଲା ସମ୍ପର୍କରେ ଆଲୋଚନା କରିଛନ୍ତି । ଆବଶ୍ୟକ ମାନବସମ୍ବଳ ସହ ଯନ୍ତ୍ରପାତି ପ୍ରସ୍ତୁତ ରଖିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

ଗତକାଲି ମଧ୍ୟ ଏସଆରସି ବିଭିନ୍ନ ବିଭାଗ ସହ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଥିଲେ । ବିଗତ ଦିନ ମାନଙ୍କରେ ଆସିଥିବା ସାମୁଦ୍ରିକ ଝଡ଼ର ସଫଳ ମୁକାବିଲା କରିଛନ୍ତି ରାଜ୍ୟ ସରକାର । ଆଗୁଆ ପଦକ୍ଷେପ ଯୋଗୁଁ ବହୁ ଧନଜୀବନ ମଧ୍ୟ ରକ୍ଷା ହୋଇପାରିଛି ।

20 May 2021 By The Sakala

ସମ୍ଭାବ୍ୟ ବାତ୍ୟା ନେଇ ଏସ୍‌ଆର୍‌ସିଙ୍କ ସମୀକ୍ଷା: ଆବଶ୍ୟକ ମାନବସମ୍ବଳ ସହ ଯନ୍ତ୍ରପାତି ପ୍ରସ୍ତୁତ ରଖିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ବାତ୍ୟା ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଆଇଏମ୍‌ଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଏସ୍‌ଆର୍‌ସି ପ୍ରଦୀପ ଜେନା ଭିଡିଓ କନଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜିରୋ କାଜୁଆଲିଟିକୁ ପ୍ରାଥମିକତା ଦେଇ ଆରମ୍ଭ ହୋଇଛି ପ୍ରସ୍ତୁତି । ରାଜୀବ ଭବନରୁ ଭିଡିଓ କନଫରେନ୍ସିଂରେ ସାମିଲ ହୋଇ ବାତ୍ୟା ମୁକାବିଲା ସମ୍ପର୍କରେ ଆଲୋଚନା କରିଛନ୍ତି । ଆବଶ୍ୟକ ମାନବସମ୍ବଳ ସହ ଯନ୍ତ୍ରପାତି ପ୍ରସ୍ତୁତ ରଖିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

ଗତକାଲି ମଧ୍ୟ ଏସଆରସି ବିଭିନ୍ନ ବିଭାଗ ସହ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଥିଲେ । ବିଗତ ଦିନ ମାନଙ୍କରେ ଆସିଥିବା ସାମୁଦ୍ରିକ ଝଡ଼ର ସଫଳ ମୁକାବିଲା କରିଛନ୍ତି ରାଜ୍ୟ ସରକାର । ଆଗୁଆ ପଦକ୍ଷେପ ଯୋଗୁଁ ବହୁ ଧନଜୀବନ ମଧ୍ୟ ରକ୍ଷା ହୋଇପାରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର