ଭିଜିଲାନ୍ସ ଜାଲରେ RI, ଜମି କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଲାଞ୍ଚ

The Sakala Picture
Published On

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ବନ୍ତ ତହସିଲ ଅଧିନ କେନ୍ଦୁଆପଦା RI ଶରତ କୁମାର ଜେନା । ଜମିର କିସମ ପରିବର୍ତ୍ତନ ଲାଗି ଆବେଦନ କରିଥିବା ଜଣେ ବ୍ୟକ୍ତିଙ୍କ ଠାରୁ ଶରତ ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, କେନ୍ଦୁଆପଦା ରାଜସ୍ୱ ସର୍କଲ ଆର.ଆଇ ଶରତ ଜେନା ଅଣ୍ଢେଇପଲି ଖାନବାଡ଼ି ଅଞ୍ଚଳର ପ୍ରଶାନ୍ତ ଜେନାଙ୍କୁ ତାଙ୍କ ପୈତୃକ ଜମିର କିସମ ପରିବର୍ତ୍ତନ ଲାଗି ତଦନ୍ତ ରିପୋର୍ଟ ବାବଦକୁ ୯ହଜାର […]

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ବନ୍ତ ତହସିଲ ଅଧିନ କେନ୍ଦୁଆପଦା RI ଶରତ କୁମାର ଜେନା । ଜମିର କିସମ ପରିବର୍ତ୍ତନ ଲାଗି ଆବେଦନ କରିଥିବା ଜଣେ ବ୍ୟକ୍ତିଙ୍କ ଠାରୁ ଶରତ ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

ସୂଚନାଯୋଗ୍ୟ, କେନ୍ଦୁଆପଦା ରାଜସ୍ୱ ସର୍କଲ ଆର.ଆଇ ଶରତ ଜେନା ଅଣ୍ଢେଇପଲି ଖାନବାଡ଼ି ଅଞ୍ଚଳର ପ୍ରଶାନ୍ତ ଜେନାଙ୍କୁ ତାଙ୍କ ପୈତୃକ ଜମିର କିସମ ପରିବର୍ତ୍ତନ ଲାଗି ତଦନ୍ତ ରିପୋର୍ଟ ବାବଦକୁ ୯ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆଜି ଏହି ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ। ଏ ସମ୍ପର୍କରେ ପୂର୍ବରୁ ପ୍ରଶାନ୍ତ ବାଲେଶ୍ୱର ଭିଜିଲାନ୍ସ ଏସପିଙ୍କ ସହ ଯୋଗାଯୋଗ କରିଥିଲେ । ଆଜି ଭଦ୍ରକ ତହସିଲଦାରଙ୍କ ଠାରେ ଉକ୍ତ କିସମ ପରିବର୍ତ୍ତନ ରିପୋର୍ଟ ଦାଖଲ ଲାଗି ଆର.ଆଇ ତାଙ୍କ କାର୍ଯ୍ୟାଳୟରେ ୯ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ମାଡି ବସିଥିଲା । ଏହି ଟ୍ରାପ ବେଳେ ଭିଜିଲାନ୍ସ ଏଏସପି ମହେଶ୍ୱର ସେଠି, ଡିଏସପି ଦୁଷ୍ମନ୍ତ ନାୟକ ଓ ଭଦ୍ରକ ୟୁନିଟ ଡିଏସପି ବଙ୍କିମ ବାୱାଲି ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ମନ୍ଦ ଉଦ୍ଦେଶ୍ୟରେ ଆସିଥିବା ଡିଲିମିଟେସନ ବିଲ୍‌ କାଟ୍‌ ଖାଇଲା: ବିଜେଡି

ଆହୁରି ପଢ଼ନ୍ତୁ: ନାବାଳିକାକୁ ପ୍ରେମ ବିବାହ କରିଥିଲେ, ପୋଲିସ ଗିରଫ ଭୟରେ ରଶିରେ ଝୁଲିପଡିଲେ ଯୁବକ !

20 Jan 2024 By The Sakala

ଭିଜିଲାନ୍ସ ଜାଲରେ RI, ଜମି କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଲାଞ୍ଚ

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ବନ୍ତ ତହସିଲ ଅଧିନ କେନ୍ଦୁଆପଦା RI ଶରତ କୁମାର ଜେନା । ଜମିର କିସମ ପରିବର୍ତ୍ତନ ଲାଗି ଆବେଦନ କରିଥିବା ଜଣେ ବ୍ୟକ୍ତିଙ୍କ ଠାରୁ ଶରତ ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି।

ସୂଚନାଯୋଗ୍ୟ, କେନ୍ଦୁଆପଦା ରାଜସ୍ୱ ସର୍କଲ ଆର.ଆଇ ଶରତ ଜେନା ଅଣ୍ଢେଇପଲି ଖାନବାଡ଼ି ଅଞ୍ଚଳର ପ୍ରଶାନ୍ତ ଜେନାଙ୍କୁ ତାଙ୍କ ପୈତୃକ ଜମିର କିସମ ପରିବର୍ତ୍ତନ ଲାଗି ତଦନ୍ତ ରିପୋର୍ଟ ବାବଦକୁ ୯ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆଜି ଏହି ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ। ଏ ସମ୍ପର୍କରେ ପୂର୍ବରୁ ପ୍ରଶାନ୍ତ ବାଲେଶ୍ୱର ଭିଜିଲାନ୍ସ ଏସପିଙ୍କ ସହ ଯୋଗାଯୋଗ କରିଥିଲେ । ଆଜି ଭଦ୍ରକ ତହସିଲଦାରଙ୍କ ଠାରେ ଉକ୍ତ କିସମ ପରିବର୍ତ୍ତନ ରିପୋର୍ଟ ଦାଖଲ ଲାଗି ଆର.ଆଇ ତାଙ୍କ କାର୍ଯ୍ୟାଳୟରେ ୯ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ମାଡି ବସିଥିଲା । ଏହି ଟ୍ରାପ ବେଳେ ଭିଜିଲାନ୍ସ ଏଏସପି ମହେଶ୍ୱର ସେଠି, ଡିଏସପି ଦୁଷ୍ମନ୍ତ ନାୟକ ଓ ଭଦ୍ରକ ୟୁନିଟ ଡିଏସପି ବଙ୍କିମ ବାୱାଲି ପ୍ରମୁଖ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର