ଭୁବନେଶ୍ବରରେ ହେବ ରିଙ୍ଗ୍ ରୋଡ, ମଞ୍ଜୁରୀ ଦେଲେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ଚାରିପଟେ ନିର୍ମାଣ ହେବାକୁ ଥିବା ରିଙ୍ଗ୍‌ରୋଡ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ୬ ଲେନ୍‌ ବିଶିଷ୍ଟ ହେବାକୁ ଥିବା ଏହି ରିଙ୍ଗ୍‌ ରୋଡ୍‌ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା, ଭୁବନେଶ୍ୱର , ଆଠଗଡ଼ , କଟକ , ଚୌଦ୍ୱାର ଦେଇ ଯିବ ଏହି ରିଙ୍ଗ୍‌ ରୋଡ୍‌ । ଜମି ଅଧି ଗ୍ରହଣ ପାଇଁ ରାଜ୍ୟ ସରକାର ୬ଶହ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ୧୧୧.୨ କିମି ଦୀର୍ଘ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ଚାରିପଟେ ନିର୍ମାଣ ହେବାକୁ ଥିବା ରିଙ୍ଗ୍‌ରୋଡ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ୬ ଲେନ୍‌ ବିଶିଷ୍ଟ ହେବାକୁ ଥିବା ଏହି ରିଙ୍ଗ୍‌ ରୋଡ୍‌ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା, ଭୁବନେଶ୍ୱର , ଆଠଗଡ଼ , କଟକ , ଚୌଦ୍ୱାର ଦେଇ ଯିବ ଏହି ରିଙ୍ଗ୍‌ ରୋଡ୍‌ । ଜମି ଅଧି ଗ୍ରହଣ ପାଇଁ ରାଜ୍ୟ ସରକାର ୬ଶହ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ୧୧୧.୨ କିମି ଦୀର୍ଘ ରିଙ୍ଗ୍ ରୋଡ୍ କାର୍ଯ୍ଯ ଆସନ୍ତା ୩୦ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଭୁବନେଶ୍ବର ଚତୁପାର୍ଶ୍ବରେ ଏହି ପ୍ରକଳ୍ପ କରାଯିବ। ଏ ନେଇ ଟୁଇଟ୍ କରି ସୂଚନା ଦେଇଛି ପୂର୍ତ୍ତ ବିଭାଗ । ଏହି ରି ରୋଡ୍ ପ୍ରକଳ୍ପ କାର୍ଯ୍ଯକ୍ଷମ ହେଲେ ରାଜଧାନୀରେ ଗାଡ଼ିମୋଟର ଚଳାଚଳ ସୁରୁଖୁରୁରେ ହୋଇପାରିବ । ସହର ମଧ୍ୟରୁ ଭିଡ଼ କମାଇବା ଲାଗି ଏହି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୟଙ୍କର ତେଲ ସଙ୍କଟ ! ଭୁବନେଶ୍ବରର ଅଧିକାଂଶ ପେଟ୍ରୋଲ ପମ୍ପ୍‌ରେ ଲମ୍ବା ଲାଇନ୍‌

22 Apr 2021 By The Sakala

ଭୁବନେଶ୍ବରରେ ହେବ ରିଙ୍ଗ୍ ରୋଡ, ମଞ୍ଜୁରୀ ଦେଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ଚାରିପଟେ ନିର୍ମାଣ ହେବାକୁ ଥିବା ରିଙ୍ଗ୍‌ରୋଡ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ୬ ଲେନ୍‌ ବିଶିଷ୍ଟ ହେବାକୁ ଥିବା ଏହି ରିଙ୍ଗ୍‌ ରୋଡ୍‌ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା, ଭୁବନେଶ୍ୱର , ଆଠଗଡ଼ , କଟକ , ଚୌଦ୍ୱାର ଦେଇ ଯିବ ଏହି ରିଙ୍ଗ୍‌ ରୋଡ୍‌ । ଜମି ଅଧି ଗ୍ରହଣ ପାଇଁ ରାଜ୍ୟ ସରକାର ୬ଶହ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ୧୧୧.୨ କିମି ଦୀର୍ଘ ରିଙ୍ଗ୍ ରୋଡ୍ କାର୍ଯ୍ଯ ଆସନ୍ତା ୩୦ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଭୁବନେଶ୍ବର ଚତୁପାର୍ଶ୍ବରେ ଏହି ପ୍ରକଳ୍ପ କରାଯିବ। ଏ ନେଇ ଟୁଇଟ୍ କରି ସୂଚନା ଦେଇଛି ପୂର୍ତ୍ତ ବିଭାଗ । ଏହି ରି ରୋଡ୍ ପ୍ରକଳ୍ପ କାର୍ଯ୍ଯକ୍ଷମ ହେଲେ ରାଜଧାନୀରେ ଗାଡ଼ିମୋଟର ଚଳାଚଳ ସୁରୁଖୁରୁରେ ହୋଇପାରିବ । ସହର ମଧ୍ୟରୁ ଭିଡ଼ କମାଇବା ଲାଗି ଏହି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ରାଜ୍ୟ ସରକାର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର