ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା । ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରୁହେ । ତେବେ ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ହେବା ନେଇ ସମ୍ଭାବନା ସୃଷ୍ଟି ହୋଇଛି । ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି । ଆସନ୍ତା କାଲି ସକାଳ ୮ଟା ବେଳେ ମୁଣ୍ଡଳୀ ଦେଇ ୬ ଲକ୍ଷ […]

ଭୁବନେଶ୍ୱର: ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା । ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରୁହେ । ତେବେ ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ହେବା ନେଇ ସମ୍ଭାବନା ସୃଷ୍ଟି ହୋଇଛି । ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି । ଆସନ୍ତା କାଲି ସକାଳ ୮ଟା ବେଳେ ମୁଣ୍ଡଳୀ ଦେଇ ୬ ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବ ।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଥିବାରୁ ସେଠାକାର ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ହୀରାକୁଦର ଅଧିକ ଗେଟ ଖୋଲିବା ନେଇ ଚାପ ପକାଉଛନ୍ତି । ମାତ୍ର ଆମେ ତାଙ୍କୁ ଜବାବରେ ଜଣାଇଛୁ କି ସ୍ଥିତି ଦେଖି ଆମେ ହୀରାକୁଦ ଗେଟ ଖୋଲିବ । ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୪ ଟି ଗେଟ ଖୋଲାଯାଇଥିବାବେଳେ ଆଗକୁ ଏହା ବଢ଼ିପାରେ । ସେହିପରି ବୈତରଣୀ ଓ ଜଳକା ନଦୀରେ ଜଳସ୍ତର ବଢିବାରେ ଲାଗିଛି । ସ୍ଥିତି ଉପରେ ତିକ୍ଷଣ ନଜର ରଖାଯାଇଛି । ସରକାରଙ୍କ ପକ୍ଷରୁ ସମସ୍ତଙ୍କ ଛୁଟି ବାତିଲ କରାଯାଇ ଆଲର୍ଟ ମୋଡ଼ରେ ରଖାଯାଇଛି। ଦୁର୍ବଳ ନଦୀ ବନ୍ଧ ଉପରେ କଡାକଡି ଭାବେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

13 Aug 2022 By The Sakala

ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର: ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା । ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରୁହେ । ତେବେ ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ହେବା ନେଇ ସମ୍ଭାବନା ସୃଷ୍ଟି ହୋଇଛି । ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି । ଆସନ୍ତା କାଲି ସକାଳ ୮ଟା ବେଳେ ମୁଣ୍ଡଳୀ ଦେଇ ୬ ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବ ।

ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଥିବାରୁ ସେଠାକାର ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ହୀରାକୁଦର ଅଧିକ ଗେଟ ଖୋଲିବା ନେଇ ଚାପ ପକାଉଛନ୍ତି । ମାତ୍ର ଆମେ ତାଙ୍କୁ ଜବାବରେ ଜଣାଇଛୁ କି ସ୍ଥିତି ଦେଖି ଆମେ ହୀରାକୁଦ ଗେଟ ଖୋଲିବ । ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୪ ଟି ଗେଟ ଖୋଲାଯାଇଥିବାବେଳେ ଆଗକୁ ଏହା ବଢ଼ିପାରେ । ସେହିପରି ବୈତରଣୀ ଓ ଜଳକା ନଦୀରେ ଜଳସ୍ତର ବଢିବାରେ ଲାଗିଛି । ସ୍ଥିତି ଉପରେ ତିକ୍ଷଣ ନଜର ରଖାଯାଇଛି । ସରକାରଙ୍କ ପକ୍ଷରୁ ସମସ୍ତଙ୍କ ଛୁଟି ବାତିଲ କରାଯାଇ ଆଲର୍ଟ ମୋଡ଼ରେ ରଖାଯାଇଛି। ଦୁର୍ବଳ ନଦୀ ବନ୍ଧ ଉପରେ କଡାକଡି ଭାବେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର