ଦେବଗଡ଼ରେ ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା, ୩ ମୃତ

The Sakala Picture
Published On

ଦେବଗଡ଼: ଦେବଗଡ଼ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରେ ପୃଥକପୃଥକ ସ୍ଥାନରେ ଦୁଇଟି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି।  କଂସର ଫାଣ୍ଡି ଅନ୍ତର୍ଗତ ଅଘରିଆପଡ଼ା ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ପିକଅପ ଭ୍ୟାନକୁ ପଛ ପଟୁ ଏକ ମାଲ ବୋଝେଇ ଟ୍ରକ ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତ ଦୁଇଜଣ ହେଲେ ଭାଲୁମୁଣ୍ଡା ଗ୍ରାମର ଚନ୍ଦନ ପଲେଇ ଓ ବଳମ ଗ୍ରାମର ସଂଜୀବ […]

ଦେବଗଡ଼: ଦେବଗଡ଼ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରେ ପୃଥକପୃଥକ ସ୍ଥାନରେ ଦୁଇଟି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି।  କଂସର ଫାଣ୍ଡି ଅନ୍ତର୍ଗତ ଅଘରିଆପଡ଼ା ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ପିକଅପ ଭ୍ୟାନକୁ ପଛ ପଟୁ ଏକ ମାଲ ବୋଝେଇ ଟ୍ରକ ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତ ଦୁଇଜଣ ହେଲେ ଭାଲୁମୁଣ୍ଡା ଗ୍ରାମର ଚନ୍ଦନ ପଲେଇ ଓ ବଳମ ଗ୍ରାମର ସଂଜୀବ ରାଉ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ସେହିପରି ବାରକୋଟ ଥାନା ଅନ୍ତର୍ଗତ କତ୍ରାପାଲି ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ବାଇକକୁ ଏକ ଟ୍ରକ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା।  ମୃତ ଯୁବକ କତ୍ରାପାଲି ଗ୍ରାମର କୁଶ ନାୟକ ବୋଲି ଜଣାପଡ଼ିଛ। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର