ସକାଳୁ ସକାଳୁ କଳ୍ପନା ଛକ ନିକଟରେ ସଡକ ଦୁର୍ଘଟଣା; କାର୍‌ ଧକ୍କାରେ କଦଳୀ ବେପାରୀ ମୃତ, ଦୁଇ ଗୁରୁତର

The Sakala Picture
Published On

ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀରେ ମର୍ମଦୁନ୍ତ ସଡକ ଦୁର୍ଘଟଣା । ଭୁବନେଶ୍ୱରର କଳ୍ପନା ଛକ ନିକଟରେ ଏକ କାର୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଜଣକ ଜଣେ କଦଳୀ ବେପାରୀ ବୋଲି ଜଣାପଡିଛି । ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା […]

ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀରେ ମର୍ମଦୁନ୍ତ ସଡକ ଦୁର୍ଘଟଣା । ଭୁବନେଶ୍ୱରର କଳ୍ପନା ଛକ ନିକଟରେ ଏକ କାର୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଜଣକ ଜଣେ କଦଳୀ ବେପାରୀ ବୋଲି ଜଣାପଡିଛି । ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଦଣ୍ଡ ନାଚ ଦେଖି ଫେରିବାବେଳେ ବାଟରେ ଜଗିଥିଲା ଯମ, ସଡକ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

ଖବର ଅନୁଯାୟୀ, ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା କଡ଼ରେ ଟ୍ରଲିରେ ବିକ୍ରି କରୁଥିବା କଦଳୀ ବେପାରୀଙ୍କୁ ଧକ୍କା ଦେଇଥିଲା। ଯାହାଫଳରେ କଦଳୀ ବେପାରୀ ଜଣଙ୍କ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ହିଁ କଦଳୀ ବେପାରୀଙ୍କ ମୃତ୍ୟୁ ଘଟିଛି । ଜଣେ ବାଇକ ଆରୋହୀ ଗୁରୁତର ହୋଇଥିବା ବେଳେ ଜଣେ ପଥଚାରୀ ମଧ୍ୟ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ ଗ୍ରାଣ୍ଡ ଆଇଟେନ ଗାଡି ଚାଳକ ନିଶାସକ୍ତ ଅବସ୍ଥାରେ ଗାଡି ଚାଳନା କରୁଥିଲେ। ପ୍ରଥମେ ଇଲେକ୍ଟ୍ରିଖୁଣ୍ଟ, ପରେ ଟ୍ରଲି ଏବଂ ବାଇକକୁ ଧକ୍କା ଦେଇଥିଲେ। ଘଟଣା ସ୍ଥଳରେ ପୋଲସି ତଦନ୍ତ ଆତମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ୧୪ରେ କାହିଁକି ପାଳନ କରାଯାଏ ଓଡ଼ିଆ ନବବର୍ଷ? ଜାଣନ୍ତୁ ପଣା ସଂକ୍ରାନ୍ତିର ଇତିହାସ ଓ ମହତ୍ତ୍ୱ

09 Oct 2022 By The Sakala

ସକାଳୁ ସକାଳୁ କଳ୍ପନା ଛକ ନିକଟରେ ସଡକ ଦୁର୍ଘଟଣା; କାର୍‌ ଧକ୍କାରେ କଦଳୀ ବେପାରୀ ମୃତ, ଦୁଇ ଗୁରୁତର

ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀରେ ମର୍ମଦୁନ୍ତ ସଡକ ଦୁର୍ଘଟଣା । ଭୁବନେଶ୍ୱରର କଳ୍ପନା ଛକ ନିକଟରେ ଏକ କାର୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଜଣକ ଜଣେ କଦଳୀ ବେପାରୀ ବୋଲି ଜଣାପଡିଛି । ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ, ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା କଡ଼ରେ ଟ୍ରଲିରେ ବିକ୍ରି କରୁଥିବା କଦଳୀ ବେପାରୀଙ୍କୁ ଧକ୍କା ଦେଇଥିଲା। ଯାହାଫଳରେ କଦଳୀ ବେପାରୀ ଜଣଙ୍କ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ହିଁ କଦଳୀ ବେପାରୀଙ୍କ ମୃତ୍ୟୁ ଘଟିଛି । ଜଣେ ବାଇକ ଆରୋହୀ ଗୁରୁତର ହୋଇଥିବା ବେଳେ ଜଣେ ପଥଚାରୀ ମଧ୍ୟ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ ଗ୍ରାଣ୍ଡ ଆଇଟେନ ଗାଡି ଚାଳକ ନିଶାସକ୍ତ ଅବସ୍ଥାରେ ଗାଡି ଚାଳନା କରୁଥିଲେ। ପ୍ରଥମେ ଇଲେକ୍ଟ୍ରିଖୁଣ୍ଟ, ପରେ ଟ୍ରଲି ଏବଂ ବାଇକକୁ ଧକ୍କା ଦେଇଥିଲେ। ଘଟଣା ସ୍ଥଳରେ ପୋଲସି ତଦନ୍ତ ଆତମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର