ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଟ୍ରକ୍‌କୁ ପିଟିଲା କାର୍, ୨ ମୃତ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପିଟିଲା କାର୍ । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାଟସ୍ଥଳରେ ପାହାଳ ଥାନା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଦୁଇଜଣ ହେଲେ ଯାଜପୁରର ଅମୂଲ୍ୟ ଦାଶ ଏବଂ ଭଦ୍ରକର ସୁଶୀଲ କୁମାର କର । ସୂଚନା ଅନୁସାରେ, କଟକ ପଟୁ […]

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପିଟିଲା କାର୍ । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାଟସ୍ଥଳରେ ପାହାଳ ଥାନା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଦୁଇଜଣ ହେଲେ ଯାଜପୁରର ଅମୂଲ୍ୟ ଦାଶ ଏବଂ ଭଦ୍ରକର ସୁଶୀଲ କୁମାର କର ।

ଆହୁରି ପଢ଼ନ୍ତୁ: ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ସୂଚନା ଅନୁସାରେ, କଟକ ପଟୁ ଆସୁଥିବା ମାରୁତି ଡିଜାର କାର୍ ଟ୍ରକ୍ ସହ ଜୋରଦାର ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ପାହାଳ ପୁଲିସ୍ ପହଞ୍ଚି ରାସ୍ତା କ୍ଲୀୟର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ ପାହାଳ ଥାନା ନିକଟ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

02 Dec 2023 By The Sakala

ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଟ୍ରକ୍‌କୁ ପିଟିଲା କାର୍, ୨ ମୃତ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପିଟିଲା କାର୍ । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାଟସ୍ଥଳରେ ପାହାଳ ଥାନା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଦୁଇଜଣ ହେଲେ ଯାଜପୁରର ଅମୂଲ୍ୟ ଦାଶ ଏବଂ ଭଦ୍ରକର ସୁଶୀଲ କୁମାର କର ।

ସୂଚନା ଅନୁସାରେ, କଟକ ପଟୁ ଆସୁଥିବା ମାରୁତି ଡିଜାର କାର୍ ଟ୍ରକ୍ ସହ ଜୋରଦାର ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ପାହାଳ ପୁଲିସ୍ ପହଞ୍ଚି ରାସ୍ତା କ୍ଲୀୟର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ ପାହାଳ ଥାନା ନିକଟ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର