ବାଣୀବିହାର ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପିକଅପ ଭ୍ୟାନକୁ ଧକ୍କା ଦେଲା ଟ୍ରକ, ଚାଳକ ମୃତ

The Sakala Picture
Published On

ଭୁବନେଶ୍ବର: ବାଣୀବିହାର ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ପିକଅପ ଭ୍ୟାନକୁ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ପିକଅପ ଡ୍ରାଇଭରଙ୍କ ମୃତ୍ୟୁ ଘଟିିଥିବା ବେଳେ ଟ୍ରକ ଡ୍ରାଇଭର ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ସହିଦ ନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ରଥଯାତ୍ରା ନାଁରେ ଭକ୍ତଙ୍କ ଭାବାବେଗ ସହ ଖେଳ: ଶ୍ରୀମନ୍ଦିର ଆପ୍‌ ନାଁରେ ଭାଇରାଲ୍‌ ହେଉଛି ମିଥ୍ୟା ପୂଜା, ସେବା ବିଜ୍ଞାପନ

30 May 2023 By The Sakala

ବାଣୀବିହାର ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପିକଅପ ଭ୍ୟାନକୁ ଧକ୍କା ଦେଲା ଟ୍ରକ, ଚାଳକ ମୃତ

ଭୁବନେଶ୍ବର: ବାଣୀବିହାର ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ପିକଅପ ଭ୍ୟାନକୁ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ପିକଅପ ଡ୍ରାଇଭରଙ୍କ ମୃତ୍ୟୁ ଘଟିିଥିବା ବେଳେ ଟ୍ରକ ଡ୍ରାଇଭର ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ସହିଦ ନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର