ଭୁବନେଶ୍ବର: ବାଣୀବିହାର ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକଅପ ଭ୍ୟାନକୁ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ପିକଅପ ଡ୍ରାଇଭରଙ୍କ ମୃତ୍ୟୁ ଘଟିିଥିବା ବେଳେ ଟ୍ରକ ଡ୍ରାଇଭର ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ସହିଦ ନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ବାଣୀବିହାର ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପିକଅପ ଭ୍ୟାନକୁ ଧକ୍କା ଦେଲା ଟ୍ରକ, ଚାଳକ ମୃତ