୬୦ ନମ୍ବର ଜାତୀୟ ରାଜପଥରେ ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା

The Sakala Picture
Published On

ବାଲେଶ୍ୱର (ଉତ୍ତର): ୬୦ ନଂ ଜାତୀୟ ରାଜପଥର ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା । ୬୦ ନଂ ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲ ଗେଟ ନିକଟରେ ପଶ୍ଚିମବଙ୍ଗରୁ ବାଲେଶ୍ବର ଅଭିମୁଖେ ଆସୁଥିବା ବସକୁ ପଛପଟୁ ଏକ କଣ୍ଟେନର ଧକ୍କା ଦେଇଛି। ଫଳରେ ବସରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ଯୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତ ଆହତ ହୋଇଥିବା ବେଳେ ୧୦ ଜଣ ଆହାତ ହୋଇଛନ୍ତି। ଆହତ ମାନଙ୍କୁ ଜଳେଶ୍ୱର ଜିକେ ଭଟ୍ଟର […]

ବାଲେଶ୍ୱର (ଉତ୍ତର): ୬୦ ନଂ ଜାତୀୟ ରାଜପଥର ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା । ୬୦ ନଂ ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲ ଗେଟ ନିକଟରେ ପଶ୍ଚିମବଙ୍ଗରୁ ବାଲେଶ୍ବର ଅଭିମୁଖେ ଆସୁଥିବା ବସକୁ ପଛପଟୁ ଏକ କଣ୍ଟେନର ଧକ୍କା ଦେଇଛି। ଫଳରେ ବସରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ଯୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତ ଆହତ ହୋଇଥିବା ବେଳେ ୧୦ ଜଣ ଆହାତ ହୋଇଛନ୍ତି। ଆହତ ମାନଙ୍କୁ ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲ ନିଆଯାଇଥିବା ବେଳେ ଗୁରୁତର ମାନଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି। ବସରେ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଥିବା ସୂଚନା ମିଳିଛି। କଣ୍ଟେନର ଡ୍ରାଇଭର ଓ ହେଲ୍ପର ମଧ୍ୟ ଆହତ ହେଇ ଜଳେଶ୍ୱର ଜିକେ ଭଟ୍ଟ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

ସେହିପରି, ଏହି ରାଜପଥର ହଲଦୀପଦା ଠାରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ କଲିକତାରୁ ଚାନ୍ଦବାଲି ରାଯକନିକା ଅଭିମୁଖେ ଯାଉଥିବା  ( OD22E7383 )   ଜଗାକାଳିଆ ନାମକ ଯାତ୍ରୀବାହୀ ବସ ହଲଦିପଦା ବାଇପାସ୍ ନିକଟରେ ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡ୍ରେନରେ ଓଲୋଟି ପଡିଛି । ଡ୍ରାଇଭରର ଆଖି ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଛି। ଗାଡ଼ିରେ ପ୍ରାୟ ୫୦ ଜଣ ଯାତ୍ରୀ ଥିବା ବେଳେ ୨୦ ରୁ ଅଧିକ ଲୋକ ସାମାନ୍ୟ ଆହତ ହେଇଛନ୍ତି । ଜଣେ ନାବାଳକର ଗୋଡ ଭାଙ୍ଗିଯାଇଥିବା ଜଣା ପଡିଛି । ଘଟଣା ସ୍ଥଳରୁ ଡ୍ରାଇଭର ଓ ହେଲ୍ପର ଫେରାର ଅଛନ୍ତି । କିଛି ଯାତ୍ରୀ ଅନ୍ୟ ବସରେ ଘରକୁ ପାଳେଇଯାଇଥିବ ବେଳେ ଆଉ କିଛି ଯାତ୍ରୀ ବସ ପାଖରେ ବସିଥିବାର ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ବସ୍ତା ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

13 Oct 2022 By The Sakala

୬୦ ନମ୍ବର ଜାତୀୟ ରାଜପଥରେ ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା

ବାଲେଶ୍ୱର (ଉତ୍ତର): ୬୦ ନଂ ଜାତୀୟ ରାଜପଥର ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା । ୬୦ ନଂ ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲ ଗେଟ ନିକଟରେ ପଶ୍ଚିମବଙ୍ଗରୁ ବାଲେଶ୍ବର ଅଭିମୁଖେ ଆସୁଥିବା ବସକୁ ପଛପଟୁ ଏକ କଣ୍ଟେନର ଧକ୍କା ଦେଇଛି। ଫଳରେ ବସରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ଯୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତ ଆହତ ହୋଇଥିବା ବେଳେ ୧୦ ଜଣ ଆହାତ ହୋଇଛନ୍ତି। ଆହତ ମାନଙ୍କୁ ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲ ନିଆଯାଇଥିବା ବେଳେ ଗୁରୁତର ମାନଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି। ବସରେ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଥିବା ସୂଚନା ମିଳିଛି। କଣ୍ଟେନର ଡ୍ରାଇଭର ଓ ହେଲ୍ପର ମଧ୍ୟ ଆହତ ହେଇ ଜଳେଶ୍ୱର ଜିକେ ଭଟ୍ଟ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

ସେହିପରି, ଏହି ରାଜପଥର ହଲଦୀପଦା ଠାରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ କଲିକତାରୁ ଚାନ୍ଦବାଲି ରାଯକନିକା ଅଭିମୁଖେ ଯାଉଥିବା  ( OD22E7383 )   ଜଗାକାଳିଆ ନାମକ ଯାତ୍ରୀବାହୀ ବସ ହଲଦିପଦା ବାଇପାସ୍ ନିକଟରେ ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡ୍ରେନରେ ଓଲୋଟି ପଡିଛି । ଡ୍ରାଇଭରର ଆଖି ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଛି। ଗାଡ଼ିରେ ପ୍ରାୟ ୫୦ ଜଣ ଯାତ୍ରୀ ଥିବା ବେଳେ ୨୦ ରୁ ଅଧିକ ଲୋକ ସାମାନ୍ୟ ଆହତ ହେଇଛନ୍ତି । ଜଣେ ନାବାଳକର ଗୋଡ ଭାଙ୍ଗିଯାଇଥିବା ଜଣା ପଡିଛି । ଘଟଣା ସ୍ଥଳରୁ ଡ୍ରାଇଭର ଓ ହେଲ୍ପର ଫେରାର ଅଛନ୍ତି । କିଛି ଯାତ୍ରୀ ଅନ୍ୟ ବସରେ ଘରକୁ ପାଳେଇଯାଇଥିବ ବେଳେ ଆଉ କିଛି ଯାତ୍ରୀ ବସ ପାଖରେ ବସିଥିବାର ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ବସ୍ତା ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର