ରଥଖଳା ହାଲଚାଲ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରୀରେ ପହଁଚିଲା ରଥ ଦଉଡ଼ି

The Sakala Picture
Published On

ପୁରୀ: ଆସନ୍ତା ଜୁଲାଇ ୧ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା । ଏଥିପାଇଁ ରଥଖଳାରେ ରଥ ନିର୍ମାଣ କାମ ଜାରି ରହିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନ୍ୟାନ୍ୟ ପ୍ରସ୍ତୁତି ଚାଲିଛି । ଇତିମଧ୍ୟରେ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି । ବୀରପ୍ରତାପପୁରସ୍ଥିତ ରାଜ୍ୟ ସମବାୟ କତା ନିଗମରୁ ୧୨ଟି ଦଉଡ଼ି ଏକ ଗାଡ଼ିରେ ଆସି ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଖାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ଏହି ଦଉଡ଼ି ଗ୍ରହଣ କରିଛନ୍ତି […]

ପୁରୀ: ଆସନ୍ତା ଜୁଲାଇ ୧ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା । ଏଥିପାଇଁ ରଥଖଳାରେ ରଥ ନିର୍ମାଣ କାମ ଜାରି ରହିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନ୍ୟାନ୍ୟ ପ୍ରସ୍ତୁତି ଚାଲିଛି । ଇତିମଧ୍ୟରେ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି । ବୀରପ୍ରତାପପୁରସ୍ଥିତ ରାଜ୍ୟ ସମବାୟ କତା ନିଗମରୁ ୧୨ଟି ଦଉଡ଼ି ଏକ ଗାଡ଼ିରେ ଆସି ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଖାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ଏହି ଦଉଡ଼ି ଗ୍ରହଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

21 May 2022 By The Sakala

ରଥଖଳା ହାଲଚାଲ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରୀରେ ପହଁଚିଲା ରଥ ଦଉଡ଼ି

ପୁରୀ: ଆସନ୍ତା ଜୁଲାଇ ୧ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା । ଏଥିପାଇଁ ରଥଖଳାରେ ରଥ ନିର୍ମାଣ କାମ ଜାରି ରହିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନ୍ୟାନ୍ୟ ପ୍ରସ୍ତୁତି ଚାଲିଛି । ଇତିମଧ୍ୟରେ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି । ବୀରପ୍ରତାପପୁରସ୍ଥିତ ରାଜ୍ୟ ସମବାୟ କତା ନିଗମରୁ ୧୨ଟି ଦଉଡ଼ି ଏକ ଗାଡ଼ିରେ ଆସି ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଖାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ଏହି ଦଉଡ଼ି ଗ୍ରହଣ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର