ରାଜ୍ୟର ୫ଟି ପର୍ଯ୍ୟଟନସ୍ଥଳୀରେ ହେବ ରୋପ ୱେ, ୧୬ ମାସ ମଧ୍ୟରେ ସରିବ କାମ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ କ୍ରିୟାଶୀଳ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ରାଜ୍ୟର ୫ଟି ପର୍ଯ୍ୟଟନସ୍ଥଳୀରେ ରୋପ ୱେ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। କପିଳାସ, ନୃସିଂହନାଥ-ହରିଶଙ୍କର, ଧଉଳିଗିରିରେ,ଭୀମକୁଣ୍ଡ, ପଞ୍ଚଲିଙ୍ଗେଶ୍ବରରେ ରୋପ ୱେ ବ୍ୟବସ୍ଥା କରାଯିବା ପାଇଁ  ରାଜ୍ୟ ସରକାର ସ୍ବତନ୍ତ୍ର ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି । ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେିଛନ୍ତି। ଏଥି ସହିତ ୫ଟି ପର୍ଯ୍ୟଟନସ୍ଥଳୀରେ ହେବାକୁ ଥିବା ଏହି ରୋପ ୱେ […]

ଭୁବନେଶ୍ବର : ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ କ୍ରିୟାଶୀଳ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ରାଜ୍ୟର ୫ଟି ପର୍ଯ୍ୟଟନସ୍ଥଳୀରେ ରୋପ ୱେ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। କପିଳାସ, ନୃସିଂହନାଥ-ହରିଶଙ୍କର, ଧଉଳିଗିରିରେ,ଭୀମକୁଣ୍ଡ, ପଞ୍ଚଲିଙ୍ଗେଶ୍ବରରେ ରୋପ ୱେ ବ୍ୟବସ୍ଥା କରାଯିବା ପାଇଁ  ରାଜ୍ୟ ସରକାର ସ୍ବତନ୍ତ୍ର ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି । ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେିଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ଏଥି ସହିତ ୫ଟି ପର୍ଯ୍ୟଟନସ୍ଥଳୀରେ ହେବାକୁ ଥିବା ଏହି ରୋପ ୱେ କାମ ୧୬ ମାସ ଭିତରେ ସରିବା ପାଇଁ ଯୋଜନା କରାଯାଇଛି। ଏଥି ସହିତ ପୁରୀରୁ କୋଣାର୍କ ରୋପ୍ ୱେ କରିବା ପାଇଁ ପ୍ରସ୍ତାବ ବିଚାରାଧୀନ ରହିଛି ବୋଲି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

 

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର