ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

କରୋନାରେ ଆଖିବୁଜିଲେ ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଇଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ର

The Sakala Picture
Published On

ଭୁବନେଶ୍ୱର: ରାଉରକେଲାର ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଇଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ଶ୍ରୀ ମହାପାତ୍ର ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ବିଶିଷ୍ଟ ସାହିତ୍ୟିକ ଖଗେଶ୍ୱର ମହାପାତ୍ରଙ୍କ ପୁତ୍ର ଏବଂ ବରିଷ୍ଠ ଲେଖିଲା ତଥା ଦୈନିକ ‘ଇଶ୍ୱର’ର ପ୍ରକାଶକ ସମ୍ପାଦିକା ମଞ୍ଜୁ ନାୟକଙ୍କ ସ୍ୱାମୀ । ସେ କରୋନା ସଂକ୍ରମିତ ଥିବାରୁ […]

ଭୁବନେଶ୍ୱର: ରାଉରକେଲାର ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଇଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ଶ୍ରୀ ମହାପାତ୍ର ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ବିଶିଷ୍ଟ ସାହିତ୍ୟିକ ଖଗେଶ୍ୱର ମହାପାତ୍ରଙ୍କ ପୁତ୍ର ଏବଂ ବରିଷ୍ଠ ଲେଖିଲା ତଥା ଦୈନିକ ‘ଇଶ୍ୱର’ର ପ୍ରକାଶକ ସମ୍ପାଦିକା ମଞ୍ଜୁ ନାୟକଙ୍କ ସ୍ୱାମୀ ।

ଆହୁରି ପଢ଼ନ୍ତୁ: ସୁଧୁରି ଯାଅ ନଚେତ ଛାଡ଼ିକି ପଳେଇଯାଅ: ଏନକାଉଣ୍ଟର ପରେ ଆଣ୍ଟି ସୋସିଆଲମାନଙ୍କୁ ଏମିତି ଚେତାବନୀ ଦେଲେ ଦକ୍ଷିଣାଞ୍ଚଳ ଆଇଜି...

ସେ କରୋନା ସଂକ୍ରମିତ ଥିବାରୁ ବିଏମ୍‌ସି ପକ୍ଷରୁ ସତ୍ୟ ନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ପୁତ୍ର ସ୍ୱୟଂ ମହାପାତ୍ର ମୁଖାଗ୍ନି ଦେଇଥିଲେ । ତାଙ୍କର ଆକସ୍ମିକ ମୃତ୍ୟୁ ଖବର କାଗଜ ଦୁନିଆ ସହ ସେ ଜଡ଼ିତ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ତଥା ଶୁଭେଚ୍ଛୁ ବନ୍ଧୁମାନଙ୍କ ମଧ୍ୟରେ ଶୋକୟ ଛାୟା ଖେଳିଯାଇଛି । ସେ ଜଣେ ଅତ୍ୟନ୍ତ ଭଦ୍ର, ଅମାୟିକ, ପରୋଉପକାରୀ ବ୍ୟକ୍ତି ଭାବେ ବେଶ୍ ପରିଚିତ୍ ଥିଲେ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲିଠାରୁ ସ୍ଥଗିତ ରହିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତିମଣତି କାର୍ଯ୍ୟ

14 Jun 2021 By The Sakala

କରୋନାରେ ଆଖିବୁଜିଲେ ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଇଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ର

ଭୁବନେଶ୍ୱର: ରାଉରକେଲାର ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଇଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ଶ୍ରୀ ମହାପାତ୍ର ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ବିଶିଷ୍ଟ ସାହିତ୍ୟିକ ଖଗେଶ୍ୱର ମହାପାତ୍ରଙ୍କ ପୁତ୍ର ଏବଂ ବରିଷ୍ଠ ଲେଖିଲା ତଥା ଦୈନିକ ‘ଇଶ୍ୱର’ର ପ୍ରକାଶକ ସମ୍ପାଦିକା ମଞ୍ଜୁ ନାୟକଙ୍କ ସ୍ୱାମୀ ।

ସେ କରୋନା ସଂକ୍ରମିତ ଥିବାରୁ ବିଏମ୍‌ସି ପକ୍ଷରୁ ସତ୍ୟ ନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ପୁତ୍ର ସ୍ୱୟଂ ମହାପାତ୍ର ମୁଖାଗ୍ନି ଦେଇଥିଲେ । ତାଙ୍କର ଆକସ୍ମିକ ମୃତ୍ୟୁ ଖବର କାଗଜ ଦୁନିଆ ସହ ସେ ଜଡ଼ିତ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ତଥା ଶୁଭେଚ୍ଛୁ ବନ୍ଧୁମାନଙ୍କ ମଧ୍ୟରେ ଶୋକୟ ଛାୟା ଖେଳିଯାଇଛି । ସେ ଜଣେ ଅତ୍ୟନ୍ତ ଭଦ୍ର, ଅମାୟିକ, ପରୋଉପକାରୀ ବ୍ୟକ୍ତି ଭାବେ ବେଶ୍ ପରିଚିତ୍ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର