ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ କାର ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ବିଧାୟକ

The Sakala Picture
Published On

କାମାକ୍ଷାନଗର: ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ କାର ଦୁର୍ଘଟଣାଗ୍ରସ୍ତ। ପିତିରିରୁ କାମାକ୍ଷାନଗର ଯିବା ରାସ୍ତାରେ କାର ଦୁର୍ଘଟଣାଗ୍ରସ୍ତ। ରାଉରକେଲାରୁ ରାମ ନବମୀର କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଦଳୀୟ ମିଟିଙ୍ଗରେ ଯୋଗ ଦେବାକୁ ଯାଉଥିବା ବେଳେ ଦୁର୍ଘଟଣା । ଦୁର୍ଘଟଣା ପରେ କାରଟି କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ବାଉଁଶପାଳ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣା ପରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବିଧାୟକଙ୍କ ସହିତ […]

କାମାକ୍ଷାନଗର: ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ କାର ଦୁର୍ଘଟଣାଗ୍ରସ୍ତ। ପିତିରିରୁ କାମାକ୍ଷାନଗର ଯିବା ରାସ୍ତାରେ କାର ଦୁର୍ଘଟଣାଗ୍ରସ୍ତ। ରାଉରକେଲାରୁ ରାମ ନବମୀର କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଦଳୀୟ ମିଟିଙ୍ଗରେ ଯୋଗ ଦେବାକୁ ଯାଉଥିବା ବେଳେ ଦୁର୍ଘଟଣା । ଦୁର୍ଘଟଣା ପରେ କାରଟି କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ବାଉଁଶପାଳ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ଦୁର୍ଘଟଣା ପରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବିଧାୟକଙ୍କ ସହିତ ୩ଜଣ ସହଯୋଗୀ । ସ୍ଥାନୀୟ ଲୋକମାନେ ବିଧାୟକକୁ ଦୁର୍ଘଟଣାଗ୍ରସ୍ତ ଗାଡିରୁ ଉଦ୍ଧାର କରିଥିବା ସୂଚନା । ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ସହଯୋଗରେ ଅନ୍ୟ ଏକ ଗାଡ଼ିରେ ସୁରକ୍ଷିତ ଭାବେ ଭୁବନେଶ୍ୱର ଆସିଛନ୍ତି ବିଧାୟକ ।

ଆହୁରି ପଢ଼ନ୍ତୁ: ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା: ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ପୋଲିସ

31 Mar 2023 By The Sakala

ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ କାର ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ବିଧାୟକ

କାମାକ୍ଷାନଗର: ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ କାର ଦୁର୍ଘଟଣାଗ୍ରସ୍ତ। ପିତିରିରୁ କାମାକ୍ଷାନଗର ଯିବା ରାସ୍ତାରେ କାର ଦୁର୍ଘଟଣାଗ୍ରସ୍ତ। ରାଉରକେଲାରୁ ରାମ ନବମୀର କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଦଳୀୟ ମିଟିଙ୍ଗରେ ଯୋଗ ଦେବାକୁ ଯାଉଥିବା ବେଳେ ଦୁର୍ଘଟଣା । ଦୁର୍ଘଟଣା ପରେ କାରଟି କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ବାଉଁଶପାଳ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଦୁର୍ଘଟଣା ପରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବିଧାୟକଙ୍କ ସହିତ ୩ଜଣ ସହଯୋଗୀ । ସ୍ଥାନୀୟ ଲୋକମାନେ ବିଧାୟକକୁ ଦୁର୍ଘଟଣାଗ୍ରସ୍ତ ଗାଡିରୁ ଉଦ୍ଧାର କରିଥିବା ସୂଚନା । ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ସହଯୋଗରେ ଅନ୍ୟ ଏକ ଗାଡ଼ିରେ ସୁରକ୍ଷିତ ଭାବେ ଭୁବନେଶ୍ୱର ଆସିଛନ୍ତି ବିଧାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର