ଅଙ୍ଗନବାଡ଼ି ଓ ସୁପରଭାଇଜରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ବେଳେ ମୃତ୍ୟୁ ଘଟିଲେ ମିଳିବ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

The Sakala Picture
Published On

ଭୁବନେଶ୍ୱର: ଅଙ୍ଗନଓ୍ୱାଡି ଏବଂ ସୁପରଭାଇଜରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆର୍ଥିକ ଅନୁକମ୍ପା ରାଶି ଘୋଷଣା କଲେ ରାଜ୍ୟ ସରକାର । କରୋନାର ଦ୍ୱିତୀୟ ପ୍ରବାହରେ କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ବେଳେ ମୃତ୍ୟୁ ଘଟିଲେ ମିଳିବ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । ପୂର୍ବରୁ ଆଗଧାଡ଼ିର କରୋନା ଯୋଦ୍ଧାଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଅନୁଯାୟୀ ମୃତ କରୋନା ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ଏହି […]

ଭୁବନେଶ୍ୱର: ଅଙ୍ଗନଓ୍ୱାଡି ଏବଂ ସୁପରଭାଇଜରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆର୍ଥିକ ଅନୁକମ୍ପା ରାଶି ଘୋଷଣା କଲେ ରାଜ୍ୟ ସରକାର । କରୋନାର ଦ୍ୱିତୀୟ ପ୍ରବାହରେ କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ବେଳେ ମୃତ୍ୟୁ ଘଟିଲେ ମିଳିବ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । ପୂର୍ବରୁ ଆଗଧାଡ଼ିର କରୋନା ଯୋଦ୍ଧାଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଅନୁଯାୟୀ ମୃତ କରୋନା ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ଏଥିସହିତ ସାମ୍ୱାଦିକଙ୍କ ପାଇଁ ମଧ୍ୟ ୧୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ସୂଚନା ଯୋଗ୍ୟ ଯେ, ମେ’ ୨୪ରୁ ଅଗଷ୍ଟ ୩୧ ଯାଏଁ ରାଜ୍ୟରେ ଡୋର୍‌ ଟୁ ଡୋର୍ ସର୍ଭେ ଚାଲିବ । ଯେଉଁଥିରେ ଗ୍ରାମାଞ୍ଚଳରେ ଆଶା ଓ ଅଙ୍ଗନଓ୍ୱାଡି କର୍ମୀ ଘର ଘର ସ୍କ୍ରିନିଂ କରିବେ । ଫଳରେ କରୋନା ସଂକ୍ରମିତ ଚିହ୍ନଟ ହୋଇପାରିବେ ଏବଂ ଏହାକୁ ଅଧିକ ବ୍ୟାପିବାରୁ ରୋକାଯାଇପାରିବ ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ଏଥିସହିତ ଗତକାଲି ଓପିଟିସିଏଲ ପକ୍ଷରୁ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଘୋଷଣା କରାଯାଇଛି । ୟାସ୍‌ ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ଓପିଟିସିଏଲ କର୍ମଚୀରୀ । ଏବଂ ଏହି ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହୁଏ ତେବେ ବିଦ୍ୟୁତ କର୍ମଚାରୀଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି । ସେହିପରି ଯଦି ବାତ୍ୟା ମୁକାବିଲା ସମୟରେ କୌଣସି କର୍ମଚାରୀ ଆହତ ହୁଅନ୍ତି । ହେଲେ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ଓପିଟିସିଏଲ ବହନ କରିବ । ଏଥିସହ ସରକାରୀ ନିୟମ ଅନୁସାରେ ଅନ୍ୟ ଯୋଜନାରେ ମଧ୍ୟ ଲାଭବାନ ହେବେ ବୋଲି ଓପିଟିସିଏଲ୍‌ ଘୋଷଣା କରିଛି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

25 May 2021 By The Sakala

ଅଙ୍ଗନବାଡ଼ି ଓ ସୁପରଭାଇଜରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ବେଳେ ମୃତ୍ୟୁ ଘଟିଲେ ମିଳିବ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା

ଭୁବନେଶ୍ୱର: ଅଙ୍ଗନଓ୍ୱାଡି ଏବଂ ସୁପରଭାଇଜରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆର୍ଥିକ ଅନୁକମ୍ପା ରାଶି ଘୋଷଣା କଲେ ରାଜ୍ୟ ସରକାର । କରୋନାର ଦ୍ୱିତୀୟ ପ୍ରବାହରେ କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ବେଳେ ମୃତ୍ୟୁ ଘଟିଲେ ମିଳିବ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । ପୂର୍ବରୁ ଆଗଧାଡ଼ିର କରୋନା ଯୋଦ୍ଧାଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଅନୁଯାୟୀ ମୃତ କରୋନା ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।

ଏଥିସହିତ ସାମ୍ୱାଦିକଙ୍କ ପାଇଁ ମଧ୍ୟ ୧୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ସୂଚନା ଯୋଗ୍ୟ ଯେ, ମେ’ ୨୪ରୁ ଅଗଷ୍ଟ ୩୧ ଯାଏଁ ରାଜ୍ୟରେ ଡୋର୍‌ ଟୁ ଡୋର୍ ସର୍ଭେ ଚାଲିବ । ଯେଉଁଥିରେ ଗ୍ରାମାଞ୍ଚଳରେ ଆଶା ଓ ଅଙ୍ଗନଓ୍ୱାଡି କର୍ମୀ ଘର ଘର ସ୍କ୍ରିନିଂ କରିବେ । ଫଳରେ କରୋନା ସଂକ୍ରମିତ ଚିହ୍ନଟ ହୋଇପାରିବେ ଏବଂ ଏହାକୁ ଅଧିକ ବ୍ୟାପିବାରୁ ରୋକାଯାଇପାରିବ ।

ଏଥିସହିତ ଗତକାଲି ଓପିଟିସିଏଲ ପକ୍ଷରୁ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଘୋଷଣା କରାଯାଇଛି । ୟାସ୍‌ ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ଓପିଟିସିଏଲ କର୍ମଚୀରୀ । ଏବଂ ଏହି ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହୁଏ ତେବେ ବିଦ୍ୟୁତ କର୍ମଚାରୀଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି । ସେହିପରି ଯଦି ବାତ୍ୟା ମୁକାବିଲା ସମୟରେ କୌଣସି କର୍ମଚାରୀ ଆହତ ହୁଅନ୍ତି । ହେଲେ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ଓପିଟିସିଏଲ ବହନ କରିବ । ଏଥିସହ ସରକାରୀ ନିୟମ ଅନୁସାରେ ଅନ୍ୟ ଯୋଜନାରେ ମଧ୍ୟ ଲାଭବାନ ହେବେ ବୋଲି ଓପିଟିସିଏଲ୍‌ ଘୋଷଣା କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର