ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

The Sakala Picture
Published On

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥର ଅପରାହ୍ନ ୩ଟା ୩୦ରେ ଟଣାହେବ ରୁକୁଣା ରଥ । ଏନେଇ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେଇଛି । କୋଭିଡ ମାର୍ଗଦର୍ଶିକା ଅନୁଯାୟୀ ରଥ ଉପରେ ୨୦ ରୁ୨୫ ଜଣ ସେବାୟତ ରହିବେ । ସେହିପରି ରଥଟଣାରେ ମୋଟ ୧୦୦ ଜଣ ସେବାୟତ ଓ ପୋଲିସ ନିୟୋଜିତ ରହିବେ । ଗୋଟିଏ ଦିନରେ ରଥ ପହଞ୍ଚିବା ନେଇ ନୀତି ନିର୍ଗଣ୍ଟ ହୋଇଛି । […]

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥର ଅପରାହ୍ନ ୩ଟା ୩୦ରେ ଟଣାହେବ ରୁକୁଣା ରଥ । ଏନେଇ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେଇଛି । କୋଭିଡ ମାର୍ଗଦର୍ଶିକା ଅନୁଯାୟୀ ରଥ ଉପରେ ୨୦ ରୁ୨୫ ଜଣ ସେବାୟତ ରହିବେ । ସେହିପରି ରଥଟଣାରେ ମୋଟ ୧୦୦ ଜଣ ସେବାୟତ ଓ ପୋଲିସ ନିୟୋଜିତ ରହିବେ । ଗୋଟିଏ ଦିନରେ ରଥ ପହଞ୍ଚିବା ନେଇ ନୀତି ନିର୍ଗଣ୍ଟ ହୋଇଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

ରଥଯାତ୍ରାରେ ନିୟୋଜିତ ସମସ୍ତ ସେବାୟତ ଓ ପୁଲିସ କର୍ମୀଙ୍କ ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ସେହିପରି ମାଉସୀ ମା’ ମନ୍ଦିରରୁ ବାହୁଡ଼ା ଦିନ ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥଟଣା । ବୈଠକ ପରେ ମନ୍ଦିର ପ୍ରଶାସନର କାର୍ଯ୍ଯନିର୍ବାହୀ ଅଧିକାରୀ ପ୍ରସନ୍ନ ଦାସ ଏନେଇ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

09 Apr 2021 By The Sakala

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥର ଅପରାହ୍ନ ୩ଟା ୩୦ରେ ଟଣାହେବ ରୁକୁଣା ରଥ । ଏନେଇ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେଇଛି । କୋଭିଡ ମାର୍ଗଦର୍ଶିକା ଅନୁଯାୟୀ ରଥ ଉପରେ ୨୦ ରୁ୨୫ ଜଣ ସେବାୟତ ରହିବେ । ସେହିପରି ରଥଟଣାରେ ମୋଟ ୧୦୦ ଜଣ ସେବାୟତ ଓ ପୋଲିସ ନିୟୋଜିତ ରହିବେ । ଗୋଟିଏ ଦିନରେ ରଥ ପହଞ୍ଚିବା ନେଇ ନୀତି ନିର୍ଗଣ୍ଟ ହୋଇଛି ।

ରଥଯାତ୍ରାରେ ନିୟୋଜିତ ସମସ୍ତ ସେବାୟତ ଓ ପୁଲିସ କର୍ମୀଙ୍କ ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ସେହିପରି ମାଉସୀ ମା’ ମନ୍ଦିରରୁ ବାହୁଡ଼ା ଦିନ ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥଟଣା । ବୈଠକ ପରେ ମନ୍ଦିର ପ୍ରଶାସନର କାର୍ଯ୍ଯନିର୍ବାହୀ ଅଧିକାରୀ ପ୍ରସନ୍ନ ଦାସ ଏନେଇ ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର