ରେଭେନ୍ସା ବିଶ୍ଵବିଦ୍ୟାଳୟରେ କଡାକଡ଼ି ହେଲା ନିୟମ: ଛାତ୍ରଛାତ୍ରୀମାନେ ବିକ୍ଷୋଭ କିମ୍ବା ଧାରଣା ଦେଲେ ନିଆଯିବ ଦୃଢ କାର୍ଯ୍ଯାନୁଷ୍ଠାନ

The Sakala Picture
Published On

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟରେ କଡାକଡ଼ି ହେଲା ନିୟମ । ଏଣିକି ଛାତ୍ରଛାତ୍ରୀ ନିୟମ ନ ମାନିଲେ ହେବ ଦୃଢ଼ କାର୍ଯ୍ଯାନୁଷ୍ଠାନ । ଛାତ୍ରଛାତ୍ରୀ ବିକ୍ଷୋଭ କିମ୍ବା ଗେଟ ସାମ୍ନା , ରାସ୍ତାରେ ଧାରଣା ଦେଲେ ବିଶ୍ଵବିଦ୍ୟାଳୟରୁ ବାସନ୍ଦ, ଅର୍ଥଦଣ୍ଡ ଓ ବହିଷ୍କାର ନିଲମ୍ବନ ହେବେ ବୋଲି ବିଶ୍ଵବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଯାହାଦ୍ୱାରା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି । ବିଜ୍ଞପ୍ତି ଅନୁଯାୟୀ, କ୍ୟାମ୍ପସ ମଧ୍ୟରେ ନିଶା ଦ୍ରବ୍ୟର ସେବନ […]

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟରେ କଡାକଡ଼ି ହେଲା ନିୟମ । ଏଣିକି ଛାତ୍ରଛାତ୍ରୀ ନିୟମ ନ ମାନିଲେ ହେବ ଦୃଢ଼ କାର୍ଯ୍ଯାନୁଷ୍ଠାନ । ଛାତ୍ରଛାତ୍ରୀ ବିକ୍ଷୋଭ କିମ୍ବା ଗେଟ ସାମ୍ନା , ରାସ୍ତାରେ ଧାରଣା ଦେଲେ ବିଶ୍ଵବିଦ୍ୟାଳୟରୁ ବାସନ୍ଦ, ଅର୍ଥଦଣ୍ଡ ଓ ବହିଷ୍କାର ନିଲମ୍ବନ ହେବେ ବୋଲି ବିଶ୍ଵବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଯାହାଦ୍ୱାରା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି ।

ଆହୁରି ପଢ଼ନ୍ତୁ: ଆଜି ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ, ପ୍ରଭୁ ଶ୍ରୀରାମଙ୍କ ଫୋଟୋକୁ ଅପମାନ ଅଭିଯୋଗ

ବିଜ୍ଞପ୍ତି ଅନୁଯାୟୀ, କ୍ୟାମ୍ପସ ମଧ୍ୟରେ ନିଶା ଦ୍ରବ୍ୟର ସେବନ ଉପରେ କଟକଣା ଲାଗିଛି। ଏହାବ୍ୟତୀତ ହଷ୍ଟେଲ ନିୟମ ଭାଙ୍ଗିଲେ ଦୃଢ଼ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଶ୍ରେଣୀ ଗୃହରେ ଅଡିଓ କିମ୍ବା ଭିଡ଼ିଓ ରେକର୍ଡ କରି ପାରିବେନି ଛାତ୍ରଛାତ୍ରୀ। ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି କ୍ୟାମ୍ପସ ମଧ୍ୟରେ ଯଦି କାହାକୁ ଦୁର୍ବ୍ୟବହାର ଘଟଣା ସାମ୍ନାକୁ ଆସେ ତେବେ ସେମାନଙ୍କ ବିରୋଧ ରେ ଶୃଙ୍ଖଳାଗତ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ତେବେ ବିଜ୍ଞପ୍ତିରେ ଜାରି ହୋଇଥିବା ୨୬ ଟି ନୀୟମବଳୀ ବିରୋଧରେ ଯଦି କୌଣସି ଛାତ୍ରଛାତ୍ରୀ ଯାଆନ୍ତି ତେବେ ସେମାନେ ଏହି ତମାମ ନିୟମର ସାମ୍ନା କରିବେ ବୋଲି ଚିଠିରେ ଉଲ୍ଲେଖ ରହିଛି।

ଆହୁରି ପଢ଼ନ୍ତୁ: ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

21 Oct 2022 By The Sakala

ରେଭେନ୍ସା ବିଶ୍ଵବିଦ୍ୟାଳୟରେ କଡାକଡ଼ି ହେଲା ନିୟମ: ଛାତ୍ରଛାତ୍ରୀମାନେ ବିକ୍ଷୋଭ କିମ୍ବା ଧାରଣା ଦେଲେ ନିଆଯିବ ଦୃଢ କାର୍ଯ୍ଯାନୁଷ୍ଠାନ

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟରେ କଡାକଡ଼ି ହେଲା ନିୟମ । ଏଣିକି ଛାତ୍ରଛାତ୍ରୀ ନିୟମ ନ ମାନିଲେ ହେବ ଦୃଢ଼ କାର୍ଯ୍ଯାନୁଷ୍ଠାନ । ଛାତ୍ରଛାତ୍ରୀ ବିକ୍ଷୋଭ କିମ୍ବା ଗେଟ ସାମ୍ନା , ରାସ୍ତାରେ ଧାରଣା ଦେଲେ ବିଶ୍ଵବିଦ୍ୟାଳୟରୁ ବାସନ୍ଦ, ଅର୍ଥଦଣ୍ଡ ଓ ବହିଷ୍କାର ନିଲମ୍ବନ ହେବେ ବୋଲି ବିଶ୍ଵବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଯାହାଦ୍ୱାରା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି ।

ବିଜ୍ଞପ୍ତି ଅନୁଯାୟୀ, କ୍ୟାମ୍ପସ ମଧ୍ୟରେ ନିଶା ଦ୍ରବ୍ୟର ସେବନ ଉପରେ କଟକଣା ଲାଗିଛି। ଏହାବ୍ୟତୀତ ହଷ୍ଟେଲ ନିୟମ ଭାଙ୍ଗିଲେ ଦୃଢ଼ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଶ୍ରେଣୀ ଗୃହରେ ଅଡିଓ କିମ୍ବା ଭିଡ଼ିଓ ରେକର୍ଡ କରି ପାରିବେନି ଛାତ୍ରଛାତ୍ରୀ। ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି କ୍ୟାମ୍ପସ ମଧ୍ୟରେ ଯଦି କାହାକୁ ଦୁର୍ବ୍ୟବହାର ଘଟଣା ସାମ୍ନାକୁ ଆସେ ତେବେ ସେମାନଙ୍କ ବିରୋଧ ରେ ଶୃଙ୍ଖଳାଗତ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ତେବେ ବିଜ୍ଞପ୍ତିରେ ଜାରି ହୋଇଥିବା ୨୬ ଟି ନୀୟମବଳୀ ବିରୋଧରେ ଯଦି କୌଣସି ଛାତ୍ରଛାତ୍ରୀ ଯାଆନ୍ତି ତେବେ ସେମାନେ ଏହି ତମାମ ନିୟମର ସାମ୍ନା କରିବେ ବୋଲି ଚିଠିରେ ଉଲ୍ଲେଖ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର