ଚାଷୀଙ୍କ ପାଇଁ ଆହୁରି ସହଜ ହେବ ଋଣ ବ୍ୟବସ୍ଥା: ଦେଶର ସର୍ବପ୍ରଥମ ସହଜ ଓ ସୁବିଧାଜନକ ଋଣ ଆବେଦନ ପୋର୍ଟାଲ ‘ସଫଳ’ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଚାଷୀଙ୍କ ପାଇଁ ଆହୁରି ସହଜ ହେବ ଋଣ ବ୍ୟବସ୍ଥା । ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ଖୋଲିବ ନୂଆ ପୋର୍ଟାଲ ‘ସଫଳ’ । ଦେଶର ସର୍ବପ୍ରଥମ ସହଜ ଓ ସୁବିଧାଜନକ କୃଷି ଓ କୃଷି ଉଦ୍ୟୋଗ ଋଣ ଆବେଦନ ପୋର୍ଟାଲ ଖୋଲିବ । ଆଜି ସନ୍ଧ୍ୟା ସାଢେ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଏହି ପୋର୍ଟାଲର ଶୁଭାରମ୍ଭ ହେବ। WWW.safal.odisha.gov.inରେ ଚାଷୀ ଋଣ ପାଇଁ ସହଜରେ ଆବେଦନ କରିପାରିବେ । କୃଷକ ଓଡ଼ିଶା […]

ଭୁବନେଶ୍ବର: ଚାଷୀଙ୍କ ପାଇଁ ଆହୁରି ସହଜ ହେବ ଋଣ ବ୍ୟବସ୍ଥା । ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ଖୋଲିବ ନୂଆ ପୋର୍ଟାଲ ‘ସଫଳ’ । ଦେଶର ସର୍ବପ୍ରଥମ ସହଜ ଓ ସୁବିଧାଜନକ କୃଷି ଓ କୃଷି ଉଦ୍ୟୋଗ ଋଣ ଆବେଦନ ପୋର୍ଟାଲ ଖୋଲିବ । ଆଜି ସନ୍ଧ୍ୟା ସାଢେ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଏହି ପୋର୍ଟାଲର ଶୁଭାରମ୍ଭ ହେବ। WWW.safal.odisha.gov.inରେ ଚାଷୀ ଋଣ ପାଇଁ ସହଜରେ ଆବେଦନ କରିପାରିବେ । କୃଷକ ଓଡ଼ିଶା ଡାଟାବେଶ ସହ ସଂଯୁକ୍ତ ହେବ ପୋର୍ଟାଲ । ୪୦ରୁ ଅଧିକ ବ୍ୟାଙ୍କ ଏଥିରେ ଯୋଡିହେବେ। ୩ ଶହରୁ ଅଧିକ ରକମର କୃଷି ଋଣ ପାଇଁ ଆବେଦନ ସୁବିଧା ରହିଛି ପୋର୍ଟାଲରେ । ୭୦ରୁ ଅଧିକ ମଡେଲ ପ୍ରକଳ୍ପ ରିପୋର୍ଟ ସହ ଅନଲାଇନ ଆବେଦନ ସୁବିଧା ମୋ ସେବା କେନ୍ଦ୍ରରୁ ଆବେଦନ ସୁବିଧା ରହିବ । ଋଣ ଦରଖାସ୍ତ ସ୍ଥିତି ଯାଞ୍ଚ ସୁବିଧା ବି ପୋର୍ଟାଲରେ ରହିଛି । ଅଧିକ ସୂଚନା ପାଇଁ ଆମ କୃଷି ହେଲ୍ପଲାଇନକୁ ଯୋଗାଯୋଗ କରିପାରିବେ ଚାଷୀ ।

ଆହୁରି ପଢ଼ନ୍ତୁ: ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ୭୯ତମ ପଣାଯାତ୍ରା ଉଦ୍‌ଘାଟିତ: ଓଡ଼ିଶାର ଦ୍ୱିତୀୟ ବାଲିଯାତ୍ରା

26 Oct 2022 By The Sakala

ଚାଷୀଙ୍କ ପାଇଁ ଆହୁରି ସହଜ ହେବ ଋଣ ବ୍ୟବସ୍ଥା: ଦେଶର ସର୍ବପ୍ରଥମ ସହଜ ଓ ସୁବିଧାଜନକ ଋଣ ଆବେଦନ ପୋର୍ଟାଲ ‘ସଫଳ’ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚାଷୀଙ୍କ ପାଇଁ ଆହୁରି ସହଜ ହେବ ଋଣ ବ୍ୟବସ୍ଥା । ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ଖୋଲିବ ନୂଆ ପୋର୍ଟାଲ ‘ସଫଳ’ । ଦେଶର ସର୍ବପ୍ରଥମ ସହଜ ଓ ସୁବିଧାଜନକ କୃଷି ଓ କୃଷି ଉଦ୍ୟୋଗ ଋଣ ଆବେଦନ ପୋର୍ଟାଲ ଖୋଲିବ । ଆଜି ସନ୍ଧ୍ୟା ସାଢେ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଏହି ପୋର୍ଟାଲର ଶୁଭାରମ୍ଭ ହେବ। WWW.safal.odisha.gov.inରେ ଚାଷୀ ଋଣ ପାଇଁ ସହଜରେ ଆବେଦନ କରିପାରିବେ । କୃଷକ ଓଡ଼ିଶା ଡାଟାବେଶ ସହ ସଂଯୁକ୍ତ ହେବ ପୋର୍ଟାଲ । ୪୦ରୁ ଅଧିକ ବ୍ୟାଙ୍କ ଏଥିରେ ଯୋଡିହେବେ। ୩ ଶହରୁ ଅଧିକ ରକମର କୃଷି ଋଣ ପାଇଁ ଆବେଦନ ସୁବିଧା ରହିଛି ପୋର୍ଟାଲରେ । ୭୦ରୁ ଅଧିକ ମଡେଲ ପ୍ରକଳ୍ପ ରିପୋର୍ଟ ସହ ଅନଲାଇନ ଆବେଦନ ସୁବିଧା ମୋ ସେବା କେନ୍ଦ୍ରରୁ ଆବେଦନ ସୁବିଧା ରହିବ । ଋଣ ଦରଖାସ୍ତ ସ୍ଥିତି ଯାଞ୍ଚ ସୁବିଧା ବି ପୋର୍ଟାଲରେ ରହିଛି । ଅଧିକ ସୂଚନା ପାଇଁ ଆମ କୃଷି ହେଲ୍ପଲାଇନକୁ ଯୋଗାଯୋଗ କରିପାରିବେ ଚାଷୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର