ଶତ୍ରୁକୁ ସଂହାର କରିବ ‘ସାଗର କବଚ’, ଆଜିଠୁ ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ

The Sakala Picture
Published On

ପୁରୀ: ଶତ୍ରୁକୁ ସଂହାର କରିବ ‘ସାଗର କବଚ’। ଆତଙ୍କବାଦୀ ଧରିବାକୁ ନୌସେନା ପ୍ରସ୍ତୁତ। ଶତ୍ରୁକୁ ସଂହାର କରିବା ସହ ଆତଙ୍କବାଦୀଙ୍କୁ ପ୍ରବେଶ ନକରାଇବା ପାଇଁ ନୌସେନାର ଅଭିନବ ପ୍ରୟାସ। ପୁରୀ ଜିଲ୍ଲାର ଅସ୍ତରଙ୍ଗ, କୋଣାର୍କ ଚନ୍ଦ୍ରଭାଗା ଉପକୂଳରେ ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ସମୁଦ୍ରରେ ‘ସାଗର କବଚ’ର ସମରାଭ୍ୟାସ ଉପକୂଳ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବ। ପୁରୀ ଜିଲ୍ଲାର ଅସ୍ତରଙ୍ଗ ଅଂଚଳର ନୂଆଗଡ, କାଳିଆକଣ, ସହନ, କୋଣାର୍କ ଚନ୍ଦ୍ରଭାଗା ଅଂଚଳରେ ନୌସେନା ଓ ପୋଲିସର ରଣକୌଶଳ […]

ପୁରୀ: ଶତ୍ରୁକୁ ସଂହାର କରିବ ‘ସାଗର କବଚ’। ଆତଙ୍କବାଦୀ ଧରିବାକୁ ନୌସେନା ପ୍ରସ୍ତୁତ। ଶତ୍ରୁକୁ ସଂହାର କରିବା ସହ ଆତଙ୍କବାଦୀଙ୍କୁ ପ୍ରବେଶ ନକରାଇବା ପାଇଁ ନୌସେନାର ଅଭିନବ ପ୍ରୟାସ। ପୁରୀ ଜିଲ୍ଲାର ଅସ୍ତରଙ୍ଗ, କୋଣାର୍କ ଚନ୍ଦ୍ରଭାଗା ଉପକୂଳରେ ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ: ହୀରାକୁଦରେ ବଢୁଛି ଜଳସ୍ତର, ମୋଟ ୧୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମୁଦ୍ରରେ ‘ସାଗର କବଚ’ର ସମରାଭ୍ୟାସ ଉପକୂଳ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବ। ପୁରୀ ଜିଲ୍ଲାର ଅସ୍ତରଙ୍ଗ ଅଂଚଳର ନୂଆଗଡ, କାଳିଆକଣ, ସହନ, କୋଣାର୍କ ଚନ୍ଦ୍ରଭାଗା ଅଂଚଳରେ ନୌସେନା ଓ ପୋଲିସର ରଣକୌଶଳ ପ୍ରଦର୍ଶନ। ସାମୁଦ୍ରିକ ସୀମାରେ ଅନୁପ୍ରବେଶ ରୋକିବା ଲକ୍ଷ୍ଯରେ ଆଜି ଠାରୁ  ଆରମ୍ଭ ହୋଇଛି ଦୁଇଦିନିଆ ସମରାଭ୍ୟାସ ସାଗର କବଚ। ଭାରତୀୟ ତଟରଖି ବାହିନୀ, ମେରାଇନି ପୋଲିସ, ଅସ୍ତରଙ୍ଗ ପୋଲିସ ଏଥିରେ ସାମିଲ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ମାଲକାନଗିରି ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ, ସର୍ଚ୍ଚ ଅପରେସନ ଜୋରଦାର

20 Mar 2024 By The Sakala

ଶତ୍ରୁକୁ ସଂହାର କରିବ ‘ସାଗର କବଚ’, ଆଜିଠୁ ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ

ପୁରୀ: ଶତ୍ରୁକୁ ସଂହାର କରିବ ‘ସାଗର କବଚ’। ଆତଙ୍କବାଦୀ ଧରିବାକୁ ନୌସେନା ପ୍ରସ୍ତୁତ। ଶତ୍ରୁକୁ ସଂହାର କରିବା ସହ ଆତଙ୍କବାଦୀଙ୍କୁ ପ୍ରବେଶ ନକରାଇବା ପାଇଁ ନୌସେନାର ଅଭିନବ ପ୍ରୟାସ। ପୁରୀ ଜିଲ୍ଲାର ଅସ୍ତରଙ୍ଗ, କୋଣାର୍କ ଚନ୍ଦ୍ରଭାଗା ଉପକୂଳରେ ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି।

ସମୁଦ୍ରରେ ‘ସାଗର କବଚ’ର ସମରାଭ୍ୟାସ ଉପକୂଳ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବ। ପୁରୀ ଜିଲ୍ଲାର ଅସ୍ତରଙ୍ଗ ଅଂଚଳର ନୂଆଗଡ, କାଳିଆକଣ, ସହନ, କୋଣାର୍କ ଚନ୍ଦ୍ରଭାଗା ଅଂଚଳରେ ନୌସେନା ଓ ପୋଲିସର ରଣକୌଶଳ ପ୍ରଦର୍ଶନ। ସାମୁଦ୍ରିକ ସୀମାରେ ଅନୁପ୍ରବେଶ ରୋକିବା ଲକ୍ଷ୍ଯରେ ଆଜି ଠାରୁ  ଆରମ୍ଭ ହୋଇଛି ଦୁଇଦିନିଆ ସମରାଭ୍ୟାସ ସାଗର କବଚ। ଭାରତୀୟ ତଟରଖି ବାହିନୀ, ମେରାଇନି ପୋଲିସ, ଅସ୍ତରଙ୍ଗ ପୋଲିସ ଏଥିରେ ସାମିଲ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର