ପଞ୍ଚଭୂତରେ ଲୀନ ହେଲେ ଶହୀଦ ଦେବାଶିଷ ବିଶ୍ୱାଳ, ଦେବାଶିଷ ଅମର ରହେ ଧ୍ବନିରେ କମ୍ପିଲା ସମଗ୍ର ଅଞ୍ଚଳ

The Sakala Picture
Published On

ସତ୍ୟବାଦୀ: ପଞ୍ଚଭୂତରେ ଲୀନ ହେଲା ଶହୀଦ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର । ଗାଁ ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହୋଇଛି ଶେଷକୃତ୍ୟ । ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତସାହିରେ ଶୋକାକୂଳ ପରିବେଶରେ ଦେବାଶିଷ ଅମର ରହେ ଧ୍ବନିରେ ଦେବାଶିଷଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ଶହୀଦ ଦେବାଶିଷଙ୍କୁ ମୁଖାଗ୍ନି ଦେଲେ ସାନଭାଇ ଦେବପ୍ରସାଦ ବିଶ୍ୱାଳ । ଅଶ୍ରୁଳ ଆଖିରେ ସମସ୍ତେ ଲଢ଼ୁଆ ପୁଅକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମୁଖାଗ୍ନି ପୂର୍ବରୁ ସେନା ପକ୍ଷରୁ ତାଙ୍କୁ […]

ସତ୍ୟବାଦୀ: ପଞ୍ଚଭୂତରେ ଲୀନ ହେଲା ଶହୀଦ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର । ଗାଁ ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହୋଇଛି ଶେଷକୃତ୍ୟ । ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତସାହିରେ ଶୋକାକୂଳ ପରିବେଶରେ ଦେବାଶିଷ ଅମର ରହେ ଧ୍ବନିରେ ଦେବାଶିଷଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ଶହୀଦ ଦେବାଶିଷଙ୍କୁ ମୁଖାଗ୍ନି ଦେଲେ ସାନଭାଇ ଦେବପ୍ରସାଦ ବିଶ୍ୱାଳ । ଅଶ୍ରୁଳ ଆଖିରେ ସମସ୍ତେ ଲଢ଼ୁଆ ପୁଅକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

ମୁଖାଗ୍ନି ପୂର୍ବରୁ ସେନା ପକ୍ଷରୁ ତାଙ୍କୁ ୨୧ ତୋପ ସଲାମ ଦିଆଯାଇଥିଲା । ଶେଷ ଦର୍ଶନ ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା । ଭୁବନେଶ୍ୱରରୁ ସତ୍ୟବାଦୀ ପର୍ଯ୍ୟନ୍ତ ରାସ୍ତାର ବିଭିନ୍ନ ସ୍ଥାନରେ ହଜାର ହଜାର ଲୋକ ଦେବାଶିଷଙ୍କ ଶେଷ ଦର୍ଶନ କରିବା ପାଇଁ ଆସିଥିଲେ । ସାକ୍ଷୀଗୋପାଳ ନିକଟରେ ପ୍ରାୟ ୫ହଜାରରୁ ଅଧିକ ଲୋକ ଏକାଠି ହୋଇଥିବା ଦେଖିବାକୁ ମିଳିଥିଲା । ଆଖି ଲୁହରେ ଭିଜିଥିଲା ସତ୍ୟବାଦୀ ଅଳଗୁମ ଶ୍ମଶାନ । ଅନ୍ତିମ ସଂସ୍କାର ସମୟରେ ଲୋକଙ୍କ ଲୁହରେ ଭିଜିଥିଲା ଅଳଗୁମ ଶ୍ମଶାନ ପଡ଼ିଆ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ RI, ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

22 Apr 2023 By The Sakala

ପଞ୍ଚଭୂତରେ ଲୀନ ହେଲେ ଶହୀଦ ଦେବାଶିଷ ବିଶ୍ୱାଳ, ଦେବାଶିଷ ଅମର ରହେ ଧ୍ବନିରେ କମ୍ପିଲା ସମଗ୍ର ଅଞ୍ଚଳ

ସତ୍ୟବାଦୀ: ପଞ୍ଚଭୂତରେ ଲୀନ ହେଲା ଶହୀଦ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର । ଗାଁ ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହୋଇଛି ଶେଷକୃତ୍ୟ । ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତସାହିରେ ଶୋକାକୂଳ ପରିବେଶରେ ଦେବାଶିଷ ଅମର ରହେ ଧ୍ବନିରେ ଦେବାଶିଷଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ଶହୀଦ ଦେବାଶିଷଙ୍କୁ ମୁଖାଗ୍ନି ଦେଲେ ସାନଭାଇ ଦେବପ୍ରସାଦ ବିଶ୍ୱାଳ । ଅଶ୍ରୁଳ ଆଖିରେ ସମସ୍ତେ ଲଢ଼ୁଆ ପୁଅକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ମୁଖାଗ୍ନି ପୂର୍ବରୁ ସେନା ପକ୍ଷରୁ ତାଙ୍କୁ ୨୧ ତୋପ ସଲାମ ଦିଆଯାଇଥିଲା । ଶେଷ ଦର୍ଶନ ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା । ଭୁବନେଶ୍ୱରରୁ ସତ୍ୟବାଦୀ ପର୍ଯ୍ୟନ୍ତ ରାସ୍ତାର ବିଭିନ୍ନ ସ୍ଥାନରେ ହଜାର ହଜାର ଲୋକ ଦେବାଶିଷଙ୍କ ଶେଷ ଦର୍ଶନ କରିବା ପାଇଁ ଆସିଥିଲେ । ସାକ୍ଷୀଗୋପାଳ ନିକଟରେ ପ୍ରାୟ ୫ହଜାରରୁ ଅଧିକ ଲୋକ ଏକାଠି ହୋଇଥିବା ଦେଖିବାକୁ ମିଳିଥିଲା । ଆଖି ଲୁହରେ ଭିଜିଥିଲା ସତ୍ୟବାଦୀ ଅଳଗୁମ ଶ୍ମଶାନ । ଅନ୍ତିମ ସଂସ୍କାର ସମୟରେ ଲୋକଙ୍କ ଲୁହରେ ଭିଜିଥିଲା ଅଳଗୁମ ଶ୍ମଶାନ ପଡ଼ିଆ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର