ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା; ବିଧାନସଭାରେ ଏ ନେଇ ବିଲ୍ ଉପସ୍ଥାପନ କରିବେ ସଂସଦୀୟ ବ୍ୟାପାର ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ ପେନସନ ମଧ୍ୟ ବୃଦ୍ଧି ହେବ । ପୂର୍ବତନ ବିଧାୟକଙ୍କ ସମେତ ବର୍ତ୍ତମାନର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପ-ବାଚସ୍ପତିଙ୍କ ଦରମା, ଭତ୍ତା ଏବଂ ପେନସନ୍ ବଢ଼ିବ । ଏନେଇ ବିଧାନସଭାରେ ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପସ୍ଥାପନ କରିବେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ପୂର୍ବରୁ ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବୃଦ୍ଧି ନେଇ ଅନେକ ଆଲୋଚନା ଓ ଦାବି ହୋଇ ଆସୁଥିଲା । କିନ୍ତୁ ଆଜି ତାହା କାର୍ଯ୍ୟକାରୀ ହେବାକୁ ଯାଉଛି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ବର୍ତ୍ତମାନ ଓଡ଼ିଶାର ବିଧାୟକମାନଙ୍କୁ ଦରମା  ୩୫ ହଜାର ଟଙ୍କା,  ବିଭିନ୍ନ ଭତ୍ତା ବାବଦକୁ ୬୫ ହଜାର ଟଙ୍କା ମିଳୁଛି । ଏହାସହ ତାଙ୍କୁ  ମେଡିକାଲ ପାଇଁ ୫ ହଜାର, ଟେଲିଫୋନ ପାଇଁ ୮ ହଜାର ଟଙ୍କା ମିଳୁଛି । ଆଉ ଏହାପରେ ବିଧାନସଭା କମିଟି ଦରମା ଓ ଭତ୍ତା ବୃଦ୍ଧି କରିବାକୁ ସୁପାରିସ କରିଥିଲା । ଯାହା କି ସରକାରଙ୍କ ବିଚାରାଧୀନ ରହିଛି । ତେଣୁ ଶୀତ ଅଧିବେଶନରେ ଏନେଇ  ଗୃହରେ ଆଇନ ଆଣି କାର୍ଯ୍ୟକାରୀ କରିବାକୁ ଦାବି ହୋଇଥିଲା ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

09 Dec 2025 By Madhusudan Das

ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା; ବିଧାନସଭାରେ ଏ ନେଇ ବିଲ୍ ଉପସ୍ଥାପନ କରିବେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଭୁବନେଶ୍ୱର: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ ପେନସନ ମଧ୍ୟ ବୃଦ୍ଧି ହେବ । ପୂର୍ବତନ ବିଧାୟକଙ୍କ ସମେତ ବର୍ତ୍ତମାନର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପ-ବାଚସ୍ପତିଙ୍କ ଦରମା, ଭତ୍ତା ଏବଂ ପେନସନ୍ ବଢ଼ିବ । ଏନେଇ ବିଧାନସଭାରେ ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପସ୍ଥାପନ କରିବେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ପୂର୍ବରୁ ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବୃଦ୍ଧି ନେଇ ଅନେକ ଆଲୋଚନା ଓ ଦାବି ହୋଇ ଆସୁଥିଲା । କିନ୍ତୁ ଆଜି ତାହା କାର୍ଯ୍ୟକାରୀ ହେବାକୁ ଯାଉଛି ।

ବର୍ତ୍ତମାନ ଓଡ଼ିଶାର ବିଧାୟକମାନଙ୍କୁ ଦରମା  ୩୫ ହଜାର ଟଙ୍କା,  ବିଭିନ୍ନ ଭତ୍ତା ବାବଦକୁ ୬୫ ହଜାର ଟଙ୍କା ମିଳୁଛି । ଏହାସହ ତାଙ୍କୁ  ମେଡିକାଲ ପାଇଁ ୫ ହଜାର, ଟେଲିଫୋନ ପାଇଁ ୮ ହଜାର ଟଙ୍କା ମିଳୁଛି । ଆଉ ଏହାପରେ ବିଧାନସଭା କମିଟି ଦରମା ଓ ଭତ୍ତା ବୃଦ୍ଧି କରିବାକୁ ସୁପାରିସ କରିଥିଲା । ଯାହା କି ସରକାରଙ୍କ ବିଚାରାଧୀନ ରହିଛି । ତେଣୁ ଶୀତ ଅଧିବେଶନରେ ଏନେଇ  ଗୃହରେ ଆଇନ ଆଣି କାର୍ଯ୍ୟକାରୀ କରିବାକୁ ଦାବି ହୋଇଥିଲା ।

https://www.thesakala.in/latest-odisha-news/salary-of-odisha-mlas-and-ministers-to-be-increased/article-43475
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର