ଟ୍ରକ ଧକ୍କାରେ ୩ମୃତ, ୧ଗରୁତୁର

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବରେଇପାଲି ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଜଣା ଟ୍ରକ ଧକ୍କାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବ ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ମୃତାହତ ସମସ୍ତେ ସମ୍ବଲପୁର ହୀରାକୁଦ ସନ୍ତୋଷୀ ଛକ ଅଞ୍ଚଳର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଏ ମାନେ ସମସ୍ତେ ବିଳମ୍ବିତ ରାତିରେ ସମ୍ବଲପୁରରୁ ବୁର୍ଲା ପଟକୁ ଦୁଇଟି ବାଇକରେ ଯାଉଥିଲେ । ଦୁଇଟି ବାଇକ ଲାଗି […]

ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବରେଇପାଲି ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଜଣା ଟ୍ରକ ଧକ୍କାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବ ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ମୃତାହତ ସମସ୍ତେ ସମ୍ବଲପୁର ହୀରାକୁଦ ସନ୍ତୋଷୀ ଛକ ଅଞ୍ଚଳର ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ସୂଚନା ଅନୁଯାୟୀ, ଏ ମାନେ ସମସ୍ତେ ବିଳମ୍ବିତ ରାତିରେ ସମ୍ବଲପୁରରୁ ବୁର୍ଲା ପଟକୁ ଦୁଇଟି ବାଇକରେ ଯାଉଥିଲେ । ଦୁଇଟି ବାଇକ ଲାଗି ଲାଗି ଯାଉଥିବାରୁ ଭାରସାମ୍ୟ ହରାଇ ବାଇକରୁ ପଡିଯାଇଥିଲା । ଫଳରେ ତାଙ୍କ ଉପରେ ଏକ ଅଜଣା ଟ୍ରକ୍ ଚଢିଯାଇଥିଲା। ତେବେ ତାଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ବୁର୍ଲାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଯୁବକଙ୍କୁ ଅବକାରୀ ବିଭାଗର ଥାର୍ଡ ଡିଗ୍ରୀ ଘଟଣା: ଦୁଇ ଅଧିକାରୀଙ୍କୁ ନିଲମ୍ବିତ କଲେ କମିଶନର

03 Mar 2021 By The Sakala

ଟ୍ରକ ଧକ୍କାରେ ୩ମୃତ, ୧ଗରୁତୁର

ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବରେଇପାଲି ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଜଣା ଟ୍ରକ ଧକ୍କାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବ ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ମୃତାହତ ସମସ୍ତେ ସମ୍ବଲପୁର ହୀରାକୁଦ ସନ୍ତୋଷୀ ଛକ ଅଞ୍ଚଳର ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ, ଏ ମାନେ ସମସ୍ତେ ବିଳମ୍ବିତ ରାତିରେ ସମ୍ବଲପୁରରୁ ବୁର୍ଲା ପଟକୁ ଦୁଇଟି ବାଇକରେ ଯାଉଥିଲେ । ଦୁଇଟି ବାଇକ ଲାଗି ଲାଗି ଯାଉଥିବାରୁ ଭାରସାମ୍ୟ ହରାଇ ବାଇକରୁ ପଡିଯାଇଥିଲା । ଫଳରେ ତାଙ୍କ ଉପରେ ଏକ ଅଜଣା ଟ୍ରକ୍ ଚଢିଯାଇଥିଲା। ତେବେ ତାଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ବୁର୍ଲାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର