ସମ୍ବଲପୁର ବିଶ୍ୱବିଦ୍ୟାଳୟ ୱେବସାଇଟ୍କୁ ହ୍ୟାକ କଲେ ପାକିସ୍ତାନୀ ହ୍ୟାକର
ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ୱେବ୍ସାଇଟ୍ ହ୍ୟାକ୍ । ବିଶ୍ୱବିଦ୍ୟାଳୟର ଗ୍ରିଭାନ୍ସ ୱେବସାଇଟ ହ୍ୟାକ୍ ହୋଇଥିବା ଅଭିଯୋଗ ହୋଇଛି । ପାକିସ୍ତାନୀ ହ୍ୟାକରଙ୍କ ଦ୍ଵାରା ସମ୍ବଲପୁର ବିଶ୍ଵବିଦ୍ୟାଳୟର ଗ୍ରୀଭାନ୍ସ ୱେବସାଇଟ୍ ହ୍ୟାକ୍ ହୋଇଥିବା ସୂଚନା ମିଳିଛି । ୱେବସାଇଟ୍ ଖୋଲିଲେ ସେଥିରେ ହ୍ୟାକ ବାଏ ଡେଭିଲ କିଲର ଲେଖାଯାଇଛି। ଏହା ସହ ସବା ତଳେ ଅଲ୍ ପାକିସ୍ତାନୀ ବୋଲି ମଧ୍ୟ ଲେଖାଯାଇଛି। ହ୍ୟାକ୍ ହୋଇଥିବା ଏହି ୱେବସାଇଟରେ ବିଶ୍ୱବିଦ୍ୟାଳୟର ସବୁ ଛାତ୍ରଛାତ୍ରୀଙ୍କ ବିସ୍ତୃତ ତଥ୍ୟ ଥାଏ । ନୋଟିସ୍, […]
ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ୱେବ୍ସାଇଟ୍ ହ୍ୟାକ୍ । ବିଶ୍ୱବିଦ୍ୟାଳୟର ଗ୍ରିଭାନ୍ସ ୱେବସାଇଟ ହ୍ୟାକ୍ ହୋଇଥିବା ଅଭିଯୋଗ ହୋଇଛି । ପାକିସ୍ତାନୀ ହ୍ୟାକରଙ୍କ ଦ୍ଵାରା ସମ୍ବଲପୁର ବିଶ୍ଵବିଦ୍ୟାଳୟର ଗ୍ରୀଭାନ୍ସ ୱେବସାଇଟ୍ ହ୍ୟାକ୍ ହୋଇଥିବା ସୂଚନା ମିଳିଛି । ୱେବସାଇଟ୍ ଖୋଲିଲେ ସେଥିରେ ହ୍ୟାକ ବାଏ ଡେଭିଲ କିଲର ଲେଖାଯାଇଛି। ଏହା ସହ ସବା ତଳେ ଅଲ୍ ପାକିସ୍ତାନୀ ବୋଲି ମଧ୍ୟ ଲେଖାଯାଇଛି।
ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ
ହ୍ୟାକ୍ ହୋଇଥିବା ଏହି ୱେବସାଇଟରେ ବିଶ୍ୱବିଦ୍ୟାଳୟର ସବୁ ଛାତ୍ରଛାତ୍ରୀଙ୍କ ବିସ୍ତୃତ ତଥ୍ୟ ଥାଏ । ନୋଟିସ୍, ପରୀକ୍ଷା ଓ ରେଜଲ୍ଟ ସମ୍ପର୍କୀୟ ତଥ୍ୟ ମଧ୍ୟ ରହିଥିବାରୁ ସେସବୁ ତଥ୍ୟ ଚୋରି ହେବା ଆଶଙ୍କା ପ୍ରକାଶ ପାଇଛି । ଗୋଟିଏ ପଟେ ସନ୍ଧ୍ୟାରେ ଭାରତ-ପାକିସ୍ତାନ ମ୍ୟାଚ୍ ଥିବା ବେଳେ ଅନ୍ୟପଟେ ପାକିସ୍ତାନ ଦ୍ୱାରା ୱେବସାଇଟ୍ ହ୍ୟାକ୍ ଅଭିଯୋଗ ନେଇ ଚର୍ଚ୍ଚା ଜୋର୍ ଧରିଛି ।






