ଏମ୍.ସି.ଏଲ କର୍ମଚାରୀ ବୁଡିଯିବା ଘଟଣା: ନିଖୋଜ ୨ ଜଣଙ୍କ ମୃତ ଦେହ ଉଦ୍ଧାର

The Sakala Picture
Published On

ସମ୍ବଲପୁର: ହୀରାକୁଦ ଜିରୋ ପଏଣ୍ଟରେ ଗାଧୋଇବା ବେଳେ ଦୁଇ ଏମ୍.ସି.ଏଲ କର୍ମଚାରୀ ବୁଡିଯିବା ଘଟଣା । ମିଳିଲା ଆଉ ଜଣଙ୍କ ମୃତଦେହ । ଉଦ୍ଧାର ହୋଇଥିବା ମୃତ ଯୁବକ ହେଲେ ମହେଶ ଛିତୋରି । ଆଜି ସକାଳୁ ଅଭିଷେକ କୁମାରଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଉଦ୍ଧାର କାର୍ଯ୍ଯରେ ନିୟୋଜିତ ହୋଇଥିଲେ ଦୁଇଟି ଓଡ୍ରାଫ୍ ଓ ଦୁଇଟି ଦମକଳ ବାହୀନି । ଗତକାଲି ବନ୍ଧୁତ୍ବ ଦିବସରେ ସମ୍ବଲପୁର ଝାଙ୍କରାଣୀ ମନ୍ଦିର ନିକଟ ହୀରାକୁଦର ଜିରୋ ପଏଣ୍ଟରେ ଏମସିଏଲର […]

ସମ୍ବଲପୁର: ହୀରାକୁଦ ଜିରୋ ପଏଣ୍ଟରେ ଗାଧୋଇବା ବେଳେ ଦୁଇ ଏମ୍.ସି.ଏଲ କର୍ମଚାରୀ ବୁଡିଯିବା ଘଟଣା । ମିଳିଲା ଆଉ ଜଣଙ୍କ ମୃତଦେହ । ଉଦ୍ଧାର ହୋଇଥିବା ମୃତ ଯୁବକ ହେଲେ ମହେଶ ଛିତୋରି । ଆଜି ସକାଳୁ ଅଭିଷେକ କୁମାରଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଉଦ୍ଧାର କାର୍ଯ୍ଯରେ ନିୟୋଜିତ ହୋଇଥିଲେ ଦୁଇଟି ଓଡ୍ରାଫ୍ ଓ ଦୁଇଟି ଦମକଳ ବାହୀନି । ଗତକାଲି ବନ୍ଧୁତ୍ବ ଦିବସରେ ସମ୍ବଲପୁର ଝାଙ୍କରାଣୀ ମନ୍ଦିର ନିକଟ ହୀରାକୁଦର ଜିରୋ ପଏଣ୍ଟରେ ଏମସିଏଲର ୩ କର୍ମଚାରୀ ବୁଡ଼ିଯାଇଥିଲେ । ଜଣେ ପହଁରି ପହଁରି କୂଳକୁ ଚାଲିଆସିଥିବା ବେଳେ, ୨ଜଣ ନିଖୋଜ ଥିଲେ । ଆଜି ୨ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ।

ଆହୁରି ପଢ଼ନ୍ତୁ: ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନ ଆଗକୁ ଡେଇଁ ଶାଳୀ-ଭିଣୋଇଙ୍କ ଆତ୍ମହତ୍ୟା

ସୂଚନାନୁଯାୟୀ, ବନ୍ଧୁତ୍ୱ ଦିବସରେ ଗତକାଲି ଭୋଜି କରି ଖାଇ ସାରିବା ପରେ ସମସ୍ତେ ଗାଧୋଇବାକୁ ଯାଇଥିଲେ । ବୁର୍ଲା ଝାଙ୍କରାଣୀ ମନ୍ଦିର ନିକଟକୁ ଗାଧୋଇବାକୁ ଯାଇଥିଲେ । ଜଣେ ସାଥି ପାଣିରେ ଭାସିଯିବା ବେଳେ ଅନ୍ୟ ଦୁଇଜଣ ତାଙ୍କୁ ଉଦ୍ଧାର ପାଇଁ ଯାଇଥିଲେ ହେଲେ ଅନ୍ୟ ଦୁଇ ଜଣ ମଧ୍ୟ ଭାସିଯାଇଥିଲେ । ସ୍ଥାନୀୟ ଲୋକେ ଡଙ୍ଗା ଦ୍ୱାରା ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଅନ୍ୟ ଦୁଇଜଣ ନିଖୋଜ ହୋଇଯାଇଥିଲେ । ବହୁତ ଖୋଜା ଖୋଜି ପରେ ଆଜି ଦୁଇ ଜଣଙ୍କ ମୃତ ଦେହ ଉଦ୍ଧାର ହୋଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

08 Aug 2022 By The Sakala

ଏମ୍.ସି.ଏଲ କର୍ମଚାରୀ ବୁଡିଯିବା ଘଟଣା: ନିଖୋଜ ୨ ଜଣଙ୍କ ମୃତ ଦେହ ଉଦ୍ଧାର

ସମ୍ବଲପୁର: ହୀରାକୁଦ ଜିରୋ ପଏଣ୍ଟରେ ଗାଧୋଇବା ବେଳେ ଦୁଇ ଏମ୍.ସି.ଏଲ କର୍ମଚାରୀ ବୁଡିଯିବା ଘଟଣା । ମିଳିଲା ଆଉ ଜଣଙ୍କ ମୃତଦେହ । ଉଦ୍ଧାର ହୋଇଥିବା ମୃତ ଯୁବକ ହେଲେ ମହେଶ ଛିତୋରି । ଆଜି ସକାଳୁ ଅଭିଷେକ କୁମାରଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଉଦ୍ଧାର କାର୍ଯ୍ଯରେ ନିୟୋଜିତ ହୋଇଥିଲେ ଦୁଇଟି ଓଡ୍ରାଫ୍ ଓ ଦୁଇଟି ଦମକଳ ବାହୀନି । ଗତକାଲି ବନ୍ଧୁତ୍ବ ଦିବସରେ ସମ୍ବଲପୁର ଝାଙ୍କରାଣୀ ମନ୍ଦିର ନିକଟ ହୀରାକୁଦର ଜିରୋ ପଏଣ୍ଟରେ ଏମସିଏଲର ୩ କର୍ମଚାରୀ ବୁଡ଼ିଯାଇଥିଲେ । ଜଣେ ପହଁରି ପହଁରି କୂଳକୁ ଚାଲିଆସିଥିବା ବେଳେ, ୨ଜଣ ନିଖୋଜ ଥିଲେ । ଆଜି ୨ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ।

ସୂଚନାନୁଯାୟୀ, ବନ୍ଧୁତ୍ୱ ଦିବସରେ ଗତକାଲି ଭୋଜି କରି ଖାଇ ସାରିବା ପରେ ସମସ୍ତେ ଗାଧୋଇବାକୁ ଯାଇଥିଲେ । ବୁର୍ଲା ଝାଙ୍କରାଣୀ ମନ୍ଦିର ନିକଟକୁ ଗାଧୋଇବାକୁ ଯାଇଥିଲେ । ଜଣେ ସାଥି ପାଣିରେ ଭାସିଯିବା ବେଳେ ଅନ୍ୟ ଦୁଇଜଣ ତାଙ୍କୁ ଉଦ୍ଧାର ପାଇଁ ଯାଇଥିଲେ ହେଲେ ଅନ୍ୟ ଦୁଇ ଜଣ ମଧ୍ୟ ଭାସିଯାଇଥିଲେ । ସ୍ଥାନୀୟ ଲୋକେ ଡଙ୍ଗା ଦ୍ୱାରା ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଅନ୍ୟ ଦୁଇଜଣ ନିଖୋଜ ହୋଇଯାଇଥିଲେ । ବହୁତ ଖୋଜା ଖୋଜି ପରେ ଆଜି ଦୁଇ ଜଣଙ୍କ ମୃତ ଦେହ ଉଦ୍ଧାର ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର