ମର୍ଣ୍ଣିଂୱାକରେ ଯାଉଥିବା ବେଳେ ଆଇନଜୀବୀଙ୍କ ଉପରେ ଚଢିଗଲା ଟ୍ରକ

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଏନ୍ଏଚ୍-୫୩ର ସର୍ଲାକାନି ଛକ ନିକଟରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମର୍ଣ୍ଣିଂୱାକ୍ କରିବାକୁ ଯାଉ ଥିବାବେଳେ ଜଣେ ବରିଷ୍ଠ ଆଇନଜୀବୀଙ୍କ ଟ୍ରକ୍‌ ମାଡ଼ି ଯାଇଛି। ମୃତକ ଆଇନଜୀବୀ ହେଲେ ସାକ୍ଷୀପଡ଼ା ଅଞ୍ଚଳର ଉମେଶ ଚନ୍ଦ୍ର ପ୍ରଧାନ।ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଓ ଓକିଲ ସଂଘର କର୍ମକର୍ତ୍ତା ଏବଂ ସଦସ୍ୟ ରାସ୍ତାରୋକ କରିଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛନ୍ତି। ରାସ୍ତାରୋକ ଫଳରେ ଉଭୟ […]

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଏନ୍ଏଚ୍-୫୩ର ସର୍ଲାକାନି ଛକ ନିକଟରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମର୍ଣ୍ଣିଂୱାକ୍ କରିବାକୁ ଯାଉ ଥିବାବେଳେ ଜଣେ ବରିଷ୍ଠ ଆଇନଜୀବୀଙ୍କ ଟ୍ରକ୍‌ ମାଡ଼ି ଯାଇଛି। ମୃତକ ଆଇନଜୀବୀ ହେଲେ ସାକ୍ଷୀପଡ଼ା ଅଞ୍ଚଳର ଉମେଶ ଚନ୍ଦ୍ର ପ୍ରଧାନ।ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଓ ଓକିଲ ସଂଘର କର୍ମକର୍ତ୍ତା ଏବଂ ସଦସ୍ୟ ରାସ୍ତାରୋକ କରିଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛନ୍ତି। ରାସ୍ତାରୋକ ଫଳରେ ଉଭୟ ପାର୍ଶ୍ୱରେ ଗାଡ଼ି ଗୁଡ଼ିକ ଅଟକି ରହିଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ରେ ଉତ୍ତ୍ୟକ୍ତ ଲୋକେ ନିଆଁ ଲଗାଇ ଦେଇଛନ୍ତି। ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

12 Mar 2022 By The Sakala

ମର୍ଣ୍ଣିଂୱାକରେ ଯାଉଥିବା ବେଳେ ଆଇନଜୀବୀଙ୍କ ଉପରେ ଚଢିଗଲା ଟ୍ରକ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଏନ୍ଏଚ୍-୫୩ର ସର୍ଲାକାନି ଛକ ନିକଟରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମର୍ଣ୍ଣିଂୱାକ୍ କରିବାକୁ ଯାଉ ଥିବାବେଳେ ଜଣେ ବରିଷ୍ଠ ଆଇନଜୀବୀଙ୍କ ଟ୍ରକ୍‌ ମାଡ଼ି ଯାଇଛି। ମୃତକ ଆଇନଜୀବୀ ହେଲେ ସାକ୍ଷୀପଡ଼ା ଅଞ୍ଚଳର ଉମେଶ ଚନ୍ଦ୍ର ପ୍ରଧାନ।ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଓ ଓକିଲ ସଂଘର କର୍ମକର୍ତ୍ତା ଏବଂ ସଦସ୍ୟ ରାସ୍ତାରୋକ କରିଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛନ୍ତି। ରାସ୍ତାରୋକ ଫଳରେ ଉଭୟ ପାର୍ଶ୍ୱରେ ଗାଡ଼ି ଗୁଡ଼ିକ ଅଟକି ରହିଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ରେ ଉତ୍ତ୍ୟକ୍ତ ଲୋକେ ନିଆଁ ଲଗାଇ ଦେଇଛନ୍ତି। ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

https://www.thesakala.in/latest-odisha-news/sambalpur/a-lawyer-dies-in-morning-walk-hit-by-truck/article-9900
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର