ଆସିଷ୍ଟାଣ୍ଟ ପ୍ରଫେସରଙ୍କ ନାଁରେ ମାନସିକ ନିର୍ଯାତନା ଦେଉଥିବାର ଅଭିଯୋଗ ଆଣିଲେ ମହିଳା ଅଧ୍ୟାପିକା

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁରଙ୍କ ନାଁରେ ସାଂଘାତିକ ଅଭିଯୋଗ । ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଲେ ସେହି ବିଭାଗର ଜଣେ ମହିଳା ଅଧ୍ୟାପିକା । ଘଟଣାକୁ ଗୁରୁତର ସହ ନେଇଛନ୍ତି ବିଶ୍ବବିଦ୍ୟାଳୟର କୁଳପତି । ଘଟଣାର ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ କରିଛନ୍ତି କୁଳପତି। ସମ୍ବଲପୁର ବିଶ୍ବ ବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଅଛନ୍ତି ରଜତ କୁଜୁର । ଅନ୍ୟପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି […]

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁରଙ୍କ ନାଁରେ ସାଂଘାତିକ ଅଭିଯୋଗ । ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଲେ ସେହି ବିଭାଗର ଜଣେ ମହିଳା ଅଧ୍ୟାପିକା । ଘଟଣାକୁ ଗୁରୁତର ସହ ନେଇଛନ୍ତି ବିଶ୍ବବିଦ୍ୟାଳୟର କୁଳପତି । ଘଟଣାର ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ କରିଛନ୍ତି କୁଳପତି। ସମ୍ବଲପୁର ବିଶ୍ବ ବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଅଛନ୍ତି ରଜତ କୁଜୁର ।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

ଅନ୍ୟପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆସିଷ୍ଟାଣ୍ଟ ପ୍ରଫେସର କୁଜୁର୍ । ମୋ ନାଁରେ ଷଡଯନ୍ତ୍ର କରାଯାଇଛି । ମୋ ଜାଣତରେ କିମ୍ବା ଅଜାଣତରେ କାହାକୁ ମାନସିକ ନିର୍ଯାତନା ଦେଇନି । ଅଭିଯୋଗ ସମ୍ପୁର୍ଣ୍ଣ ମିଛ ଅଟେ । ଆସନ୍ତା କାଲି ମୋ ପକ୍ଷ ରଖିବି ବୋଲି କହିଛନ୍ତି ପ୍ରଫେସର କୁଜୁର ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

26 Aug 2023 By The Sakala

ଆସିଷ୍ଟାଣ୍ଟ ପ୍ରଫେସରଙ୍କ ନାଁରେ ମାନସିକ ନିର୍ଯାତନା ଦେଉଥିବାର ଅଭିଯୋଗ ଆଣିଲେ ମହିଳା ଅଧ୍ୟାପିକା

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁରଙ୍କ ନାଁରେ ସାଂଘାତିକ ଅଭିଯୋଗ । ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଲେ ସେହି ବିଭାଗର ଜଣେ ମହିଳା ଅଧ୍ୟାପିକା । ଘଟଣାକୁ ଗୁରୁତର ସହ ନେଇଛନ୍ତି ବିଶ୍ବବିଦ୍ୟାଳୟର କୁଳପତି । ଘଟଣାର ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ କରିଛନ୍ତି କୁଳପତି। ସମ୍ବଲପୁର ବିଶ୍ବ ବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଅଛନ୍ତି ରଜତ କୁଜୁର ।

ଅନ୍ୟପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆସିଷ୍ଟାଣ୍ଟ ପ୍ରଫେସର କୁଜୁର୍ । ମୋ ନାଁରେ ଷଡଯନ୍ତ୍ର କରାଯାଇଛି । ମୋ ଜାଣତରେ କିମ୍ବା ଅଜାଣତରେ କାହାକୁ ମାନସିକ ନିର୍ଯାତନା ଦେଇନି । ଅଭିଯୋଗ ସମ୍ପୁର୍ଣ୍ଣ ମିଛ ଅଟେ । ଆସନ୍ତା କାଲି ମୋ ପକ୍ଷ ରଖିବି ବୋଲି କହିଛନ୍ତି ପ୍ରଫେସର କୁଜୁର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର