ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାରୁ ତୀର୍ଥଯାତ୍ରାରେ ଗଲେ ଆଉ ୧୦୦୦ ବରିଷ୍ଠ ନାଗରିକ

The Sakala Picture
Published On

ସମ୍ବଲପୁର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ସମ୍ବଲପୁର ରେଳଷ୍ଟେସନରୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜମେର ପୁଷ୍କରକୁ ତୀର୍ଥଯାତ୍ରା କରିବେ ବଶିଷ୍ଠ ନାଗରିକ। ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାର ମୋଟ ୧୦୦୦ ଜଣ ଆଜି ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ […]

ସମ୍ବଲପୁର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ସମ୍ବଲପୁର ରେଳଷ୍ଟେସନରୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜମେର ପୁଷ୍କରକୁ ତୀର୍ଥଯାତ୍ରା କରିବେ ବଶିଷ୍ଠ ନାଗରିକ। ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାର ମୋଟ ୧୦୦୦ ଜଣ ଆଜି ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ଯୋଜନାରେ ମାଗଣା ଖାଇବା, ରହିବା, ଔଷଧ ସମେତ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

 

ଆହୁରି ପଢ଼ନ୍ତୁ: ପ୍ରେମ ପାଇଁ ଘର ଛାଡ଼ିବା ପରେ ବିଷ ପିଇଦେଲେ ପ୍ରେମୀ ଯୁଗଳ: ନାବାଳିକା ମୃତ, ପ୍ରେମିକଙ୍କ ଅବସ୍ଥା ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର