ସମ୍ବଲପୁର ମୁଖ୍ୟ ଚିକିତ୍ସାଳୟରେ ଜନ୍ମ ନେଲେ ଯୋଡ଼ା ଶିଶୁକନ୍ୟା, ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ସଦର ମେଡିକାଲରେ ଜନ୍ମ ନେଲେ ଯୋଡାମୁଣ୍ଡ ଶିଶୁ କନ୍ଯା । ସମ୍ବଲପୁରରେ ଏହା ପ୍ରଥମ ଘଟଣା ହୋଇଥିବା ବେଳେ ଉଭୟ ନବଜାତକଙ୍କ ସ୍ବାସ୍ଥାବସ୍ଥା ଗମ୍ଭୀର ରହିଛି । ରେଙ୍ଗାଲି ଅଞ୍ଚଳର ଦମ୍ପତ୍ତିଙ୍କର ଏଭଳି ଯୋଡା ଶିଶୁ ଜନ୍ମ ହୋଇଛନ୍ତି । ସମ୍ବଲପୁର ସଦର ମେଡିକାଲରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର ପାଇଁ ଯୋଜନା କରାଯାଉଥିବା ଜଣାପଡିଛି । ଯୋଡ଼ା ଶିଶୁକନ୍ୟା ଜନ୍ମରୁ ଆରମ୍ଭ ହୋଇଛି ଜୀବନ ଯନ୍ତ୍ରଣା । ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ ଘଟଣା […]

ସମ୍ବଲପୁର: ସମ୍ବଲପୁର ସଦର ମେଡିକାଲରେ ଜନ୍ମ ନେଲେ ଯୋଡାମୁଣ୍ଡ ଶିଶୁ କନ୍ଯା । ସମ୍ବଲପୁରରେ ଏହା ପ୍ରଥମ ଘଟଣା ହୋଇଥିବା ବେଳେ ଉଭୟ ନବଜାତକଙ୍କ ସ୍ବାସ୍ଥାବସ୍ଥା ଗମ୍ଭୀର ରହିଛି । ରେଙ୍ଗାଲି ଅଞ୍ଚଳର ଦମ୍ପତ୍ତିଙ୍କର ଏଭଳି ଯୋଡା ଶିଶୁ ଜନ୍ମ ହୋଇଛନ୍ତି । ସମ୍ବଲପୁର ସଦର ମେଡିକାଲରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର ପାଇଁ ଯୋଜନା କରାଯାଉଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ: ବିଜେଡି

ଯୋଡ଼ା ଶିଶୁକନ୍ୟା ଜନ୍ମରୁ ଆରମ୍ଭ ହୋଇଛି ଜୀବନ ଯନ୍ତ୍ରଣା । ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ ଘଟଣା ହୋଇଥିବାବେଳେ ଏ ଦୃଶ୍ୟ ସମସ୍ତଙ୍କୁ ଆଶ୍ଚଯ୍ୟ କରିଛି । ଏହି ଶିଶୁ ଦୁଇଙ୍କର ମୁଣ୍ଡ ଅଲଗା ରହିଥିବା ବେଳେ ଛାତିରୁ ପେଟ ଲାଗି ରହିଛି । ଗତକାଲି ରାତିରେ ଯୋଡା ଶିଶୁ ଜନ୍ମ ହୋଇଥିବାବେଳେ ଉଭୟଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି । ତେବେ ଗୁରୁତର ଅବସ୍ଥାରେ ଏହି ଯୋଡା ଶିଶୁକନ୍ୟାଙ୍କୁ ବୁର୍ଲା ଡାକ୍ତରଖାନାକୁ ନିଆଯିବ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଥମ: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତାବ

ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ କେବଳ ପେଟକୁ ଛାଡ଼ିଦେଲେ ଉଭୟଙ୍କ ଶରୀରର ସମସ୍ତ ଅଙ୍ଗ ଅଲଗା ରହିଛି । ଏଭଳି ସ୍ଥିତିରେ ପ୍ରଥମେ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପରେ ଅସ୍ତ୍ରୋପଚାର ମାଧ୍ୟମରେ ସେମାନଙ୍କୁ ଅଲଗା କରାଯାଇପାରିବ ।

ଆହୁରି ପଢ଼ନ୍ତୁ: ବାହୁଡ଼ିବେ ମହାବାହୁ; ରଥାରୁଢ଼ ହୋଇସାରିଲେଣି ବଳଭଦ୍ର ଏବଂ ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

27 Mar 2022 By The Sakala

ସମ୍ବଲପୁର ମୁଖ୍ୟ ଚିକିତ୍ସାଳୟରେ ଜନ୍ମ ନେଲେ ଯୋଡ଼ା ଶିଶୁକନ୍ୟା, ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର

ସମ୍ବଲପୁର: ସମ୍ବଲପୁର ସଦର ମେଡିକାଲରେ ଜନ୍ମ ନେଲେ ଯୋଡାମୁଣ୍ଡ ଶିଶୁ କନ୍ଯା । ସମ୍ବଲପୁରରେ ଏହା ପ୍ରଥମ ଘଟଣା ହୋଇଥିବା ବେଳେ ଉଭୟ ନବଜାତକଙ୍କ ସ୍ବାସ୍ଥାବସ୍ଥା ଗମ୍ଭୀର ରହିଛି । ରେଙ୍ଗାଲି ଅଞ୍ଚଳର ଦମ୍ପତ୍ତିଙ୍କର ଏଭଳି ଯୋଡା ଶିଶୁ ଜନ୍ମ ହୋଇଛନ୍ତି । ସମ୍ବଲପୁର ସଦର ମେଡିକାଲରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର ପାଇଁ ଯୋଜନା କରାଯାଉଥିବା ଜଣାପଡିଛି ।

ଯୋଡ଼ା ଶିଶୁକନ୍ୟା ଜନ୍ମରୁ ଆରମ୍ଭ ହୋଇଛି ଜୀବନ ଯନ୍ତ୍ରଣା । ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ ଘଟଣା ହୋଇଥିବାବେଳେ ଏ ଦୃଶ୍ୟ ସମସ୍ତଙ୍କୁ ଆଶ୍ଚଯ୍ୟ କରିଛି । ଏହି ଶିଶୁ ଦୁଇଙ୍କର ମୁଣ୍ଡ ଅଲଗା ରହିଥିବା ବେଳେ ଛାତିରୁ ପେଟ ଲାଗି ରହିଛି । ଗତକାଲି ରାତିରେ ଯୋଡା ଶିଶୁ ଜନ୍ମ ହୋଇଥିବାବେଳେ ଉଭୟଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି । ତେବେ ଗୁରୁତର ଅବସ୍ଥାରେ ଏହି ଯୋଡା ଶିଶୁକନ୍ୟାଙ୍କୁ ବୁର୍ଲା ଡାକ୍ତରଖାନାକୁ ନିଆଯିବ ବୋଲି ସୂଚନା ମିଳିଛି ।

ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ କେବଳ ପେଟକୁ ଛାଡ଼ିଦେଲେ ଉଭୟଙ୍କ ଶରୀରର ସମସ୍ତ ଅଙ୍ଗ ଅଲଗା ରହିଛି । ଏଭଳି ସ୍ଥିତିରେ ପ୍ରଥମେ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପରେ ଅସ୍ତ୍ରୋପଚାର ମାଧ୍ୟମରେ ସେମାନଙ୍କୁ ଅଲଗା କରାଯାଇପାରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର