ଗାଧୋଉଥିବାବେଳେ କେନାଲ୍‌ରେ ଭାସିଗଲେ ଭିସୁଟ୍ ଛାତ୍ର, ମୃତଦେହ ଉଦ୍ଧାର

The Sakala Picture
Published On

ସମ୍ବଲପୁର: ସାଙ୍ଗମାନଙ୍କ ସହ ଗାଧେଇବା ହେଲା କାଳ । ସମ୍ୱଲପୁର ବୁର୍ଲା ପାଓ୍ୱାର କେନାଲରେ ସାଙ୍ଗମାନଙ୍କ ସହ ଗାଧୋଉଥିବାବେଳେ ଭାସିଗଲେ ଭିସୁଟର ଇଞ୍ଜିନିୟରିଂ ଛାତ୍ର । ତେବେ ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ଖୋଜାଖୋଜି ଜାରି କରିଥିଲେ । ଦୀର୍ଘ ସମୟର ଖୋଜାଖୋଜି ପରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, ଆଜି ପ୍ରାୟ ୧୦ରୁ୧୨ ଜଣ ଛାତ୍ର ଏକାଠି ହୋଇ କେନାଲକୁ ଗାଧୋଇବାକୁ ଯାଇଥିଲେ । ମାତ୍ର ଗାଧୋଉଥିବାବେଳେ ଅସାବଧାନତା […]

ସମ୍ବଲପୁର: ସାଙ୍ଗମାନଙ୍କ ସହ ଗାଧେଇବା ହେଲା କାଳ । ସମ୍ୱଲପୁର ବୁର୍ଲା ପାଓ୍ୱାର କେନାଲରେ ସାଙ୍ଗମାନଙ୍କ ସହ ଗାଧୋଉଥିବାବେଳେ ଭାସିଗଲେ ଭିସୁଟର ଇଞ୍ଜିନିୟରିଂ ଛାତ୍ର । ତେବେ ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ଖୋଜାଖୋଜି ଜାରି କରିଥିଲେ । ଦୀର୍ଘ ସମୟର ଖୋଜାଖୋଜି ପରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ସୂଚନା ଅନୁସାରେ, ଆଜି ପ୍ରାୟ ୧୦ରୁ୧୨ ଜଣ ଛାତ୍ର ଏକାଠି ହୋଇ କେନାଲକୁ ଗାଧୋଇବାକୁ ଯାଇଥିଲେ । ମାତ୍ର ଗାଧୋଉଥିବାବେଳେ ଅସାବଧାନତା କାରଣରୁ ଗୋଡ ଖସି ଯିବାରୁ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ଜଣେ ଛାତ୍ର । ସେଠାରେ ଥିବା ତାଙ୍କ ସାଙ୍ଗମାନେ ଉଦ୍ଧାର କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ମୃତ ଛାତ୍ର ଜଣକ ହେଉଛନ୍ତି ମେକାନିକାଲ ଇଂଜିନିୟରିଂର ଦ୍ୱିତୀୟ ବର୍ଷର ଛାତ୍ର ତ୍ରିଲୋଚନ ମହାରଣା । ସେପଟେ ତ୍ରିଲୋଚନଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

29 Apr 2022 By The Sakala

ଗାଧୋଉଥିବାବେଳେ କେନାଲ୍‌ରେ ଭାସିଗଲେ ଭିସୁଟ୍ ଛାତ୍ର, ମୃତଦେହ ଉଦ୍ଧାର

ସମ୍ବଲପୁର: ସାଙ୍ଗମାନଙ୍କ ସହ ଗାଧେଇବା ହେଲା କାଳ । ସମ୍ୱଲପୁର ବୁର୍ଲା ପାଓ୍ୱାର କେନାଲରେ ସାଙ୍ଗମାନଙ୍କ ସହ ଗାଧୋଉଥିବାବେଳେ ଭାସିଗଲେ ଭିସୁଟର ଇଞ୍ଜିନିୟରିଂ ଛାତ୍ର । ତେବେ ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ଖୋଜାଖୋଜି ଜାରି କରିଥିଲେ । ଦୀର୍ଘ ସମୟର ଖୋଜାଖୋଜି ପରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ସୂଚନା ଅନୁସାରେ, ଆଜି ପ୍ରାୟ ୧୦ରୁ୧୨ ଜଣ ଛାତ୍ର ଏକାଠି ହୋଇ କେନାଲକୁ ଗାଧୋଇବାକୁ ଯାଇଥିଲେ । ମାତ୍ର ଗାଧୋଉଥିବାବେଳେ ଅସାବଧାନତା କାରଣରୁ ଗୋଡ ଖସି ଯିବାରୁ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ଜଣେ ଛାତ୍ର । ସେଠାରେ ଥିବା ତାଙ୍କ ସାଙ୍ଗମାନେ ଉଦ୍ଧାର କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ମୃତ ଛାତ୍ର ଜଣକ ହେଉଛନ୍ତି ମେକାନିକାଲ ଇଂଜିନିୟରିଂର ଦ୍ୱିତୀୟ ବର୍ଷର ଛାତ୍ର ତ୍ରିଲୋଚନ ମହାରଣା । ସେପଟେ ତ୍ରିଲୋଚନଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

https://www.thesakala.in/latest-odisha-news/sambalpur/vssut-student-drowning-in-cenal-while-bathing-in-sambalpur/article-11159
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର