ସମ୍ବଲପୁରରେ ଦୈନିକ ସକାଳ ଓ ନନ୍ଦିଘୋଷ ଟିଭି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

The Sakala Picture
Published On

ସମ୍ବଲପୁର: କଥାରେ ଅଛି ରକ୍ତଦାନ ମହାପୂଣ୍ୟ। ରକ୍ତ ଦେଇ କାହାର ମୂଲ୍ୟବାନ୍‍ ଜୀବନ ରକ୍ଷା କରିବା ଠାରୁ ଆଉ ମହତ କାର୍ଯ୍ୟ କିଛି ନାହିଁ। ଏହି ରକ୍ତ ନା କେବଳ ରୋଗୀ ଶରୀରରେ ପ୍ରବେଶ କରି ତାଙ୍କ ଜୀବନ ରକ୍ଷା କରୁ ନାହିଁ ବରଂ ଏହାର ବିଭିନ୍ନ ଉପାଦାନ ମଧ୍ୟ ଲୋକଙ୍କୁ ଦୂରାରୋଗ୍ୟ ବ୍ୟାଧିରୁ ରକ୍ଷା କରୁଛି।  ଆଜି ସମ୍ବଲପୁରରେ ଦୈନିକ ସକାଳ ଓ ନନ୍ଦିଘୋଷ ଟିଭି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ […]

ସମ୍ବଲପୁର: କଥାରେ ଅଛି ରକ୍ତଦାନ ମହାପୂଣ୍ୟ। ରକ୍ତ ଦେଇ କାହାର ମୂଲ୍ୟବାନ୍‍ ଜୀବନ ରକ୍ଷା କରିବା ଠାରୁ ଆଉ ମହତ କାର୍ଯ୍ୟ କିଛି ନାହିଁ। ଏହି ରକ୍ତ ନା କେବଳ ରୋଗୀ ଶରୀରରେ ପ୍ରବେଶ କରି ତାଙ୍କ ଜୀବନ ରକ୍ଷା କରୁ ନାହିଁ ବରଂ ଏହାର ବିଭିନ୍ନ ଉପାଦାନ ମଧ୍ୟ ଲୋକଙ୍କୁ ଦୂରାରୋଗ୍ୟ ବ୍ୟାଧିରୁ ରକ୍ଷା କରୁଛି।  ଆଜି ସମ୍ବଲପୁରରେ ଦୈନିକ ସକାଳ ଓ ନନ୍ଦିଘୋଷ ଟିଭି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆଜି ୧୦୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଆଜିର କାର୍ଯ୍ଯକ୍ରମରେ ମୁଖ୍ଯ ଅତିଥି ଭାବେ ପୂର୍ବତନ ବିଧାୟକ ରାସେଶ୍ବରୀ ପାଣିଗ୍ରାହୀ ଯୋଗଦେଇଥିଲେ।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

11 Aug 2022 By The Sakala

ସମ୍ବଲପୁରରେ ଦୈନିକ ସକାଳ ଓ ନନ୍ଦିଘୋଷ ଟିଭି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ସମ୍ବଲପୁର: କଥାରେ ଅଛି ରକ୍ତଦାନ ମହାପୂଣ୍ୟ। ରକ୍ତ ଦେଇ କାହାର ମୂଲ୍ୟବାନ୍‍ ଜୀବନ ରକ୍ଷା କରିବା ଠାରୁ ଆଉ ମହତ କାର୍ଯ୍ୟ କିଛି ନାହିଁ। ଏହି ରକ୍ତ ନା କେବଳ ରୋଗୀ ଶରୀରରେ ପ୍ରବେଶ କରି ତାଙ୍କ ଜୀବନ ରକ୍ଷା କରୁ ନାହିଁ ବରଂ ଏହାର ବିଭିନ୍ନ ଉପାଦାନ ମଧ୍ୟ ଲୋକଙ୍କୁ ଦୂରାରୋଗ୍ୟ ବ୍ୟାଧିରୁ ରକ୍ଷା କରୁଛି।  ଆଜି ସମ୍ବଲପୁରରେ ଦୈନିକ ସକାଳ ଓ ନନ୍ଦିଘୋଷ ଟିଭି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆଜି ୧୦୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଆଜିର କାର୍ଯ୍ଯକ୍ରମରେ ମୁଖ୍ଯ ଅତିଥି ଭାବେ ପୂର୍ବତନ ବିଧାୟକ ରାସେଶ୍ବରୀ ପାଣିଗ୍ରାହୀ ଯୋଗଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର