ଖୋଲିଲା ହୀରାକୁଦ ଡ୍ୟାମ୍‍ର ଆଉ ୪ ଗେଟ୍‌, ମୋଟ ୧୪ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ

The Sakala Picture
Published On

ସମ୍ବଲପୁର: ଛତିଶଗଡ଼ରେ ବର୍ଷା ଲାଗି ରହିଥିବାରୁ ଦ୍ରୁତ ଗତିରେ ବଢ଼ିଚାଲିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଫଳରେ ହୀରକୁଦର ଆଉ ୪ଟି ଗେଟ୍ ଖାଲାଯାଇଛି । ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟୁ ୮ ଓ ଡାହାଣ ପାର୍ଶ୍ୱରୁ ୬ଟି ଗେଟ୍ ଦେଇ ଜଳ ନିସ୍କାସିତ ହେଉଛି । ହୀରାକୁଦ ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ଡ୍ୟାମ୍ ଭିତରକୁ ୩ ଲକ୍ଷ ୯୨ ହଜାର ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ୧୪ଟି […]

ସମ୍ବଲପୁର: ଛତିଶଗଡ଼ରେ ବର୍ଷା ଲାଗି ରହିଥିବାରୁ ଦ୍ରୁତ ଗତିରେ ବଢ଼ିଚାଲିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଫଳରେ ହୀରକୁଦର ଆଉ ୪ଟି ଗେଟ୍ ଖାଲାଯାଇଛି । ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟୁ ୮ ଓ ଡାହାଣ ପାର୍ଶ୍ୱରୁ ୬ଟି ଗେଟ୍ ଦେଇ ଜଳ ନିସ୍କାସିତ ହେଉଛି । ହୀରାକୁଦ ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ଡ୍ୟାମ୍ ଭିତରକୁ ୩ ଲକ୍ଷ ୯୨ ହଜାର ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ୧୪ଟି ଗେଟ୍ ମାଧ୍ୟମରେ ୨ ଲକ୍ଷ ୫୦ ହଜାର ଘନଫୁଟ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ୬୧୫ ଫୁଟରେ ଜଳସ୍ତର ପହଂଚିଥିବାବେଳେ ୬୩୦ ଫୁଟ ସର୍ବାଧିକ ଜଳଧାରଣ କ୍ଷମତା ରହିଛି ତେଣୁ ଆଜି ଯେ କୌଣସି ସମୟରେ ଅଧିକ ଗେଟ ଖୋଲାଯିବା ନେଇ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

12 Aug 2022 By The Sakala

ଖୋଲିଲା ହୀରାକୁଦ ଡ୍ୟାମ୍‍ର ଆଉ ୪ ଗେଟ୍‌, ମୋଟ ୧୪ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ଛତିଶଗଡ଼ରେ ବର୍ଷା ଲାଗି ରହିଥିବାରୁ ଦ୍ରୁତ ଗତିରେ ବଢ଼ିଚାଲିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଫଳରେ ହୀରକୁଦର ଆଉ ୪ଟି ଗେଟ୍ ଖାଲାଯାଇଛି । ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟୁ ୮ ଓ ଡାହାଣ ପାର୍ଶ୍ୱରୁ ୬ଟି ଗେଟ୍ ଦେଇ ଜଳ ନିସ୍କାସିତ ହେଉଛି । ହୀରାକୁଦ ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ଡ୍ୟାମ୍ ଭିତରକୁ ୩ ଲକ୍ଷ ୯୨ ହଜାର ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ୧୪ଟି ଗେଟ୍ ମାଧ୍ୟମରେ ୨ ଲକ୍ଷ ୫୦ ହଜାର ଘନଫୁଟ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ୬୧୫ ଫୁଟରେ ଜଳସ୍ତର ପହଂଚିଥିବାବେଳେ ୬୩୦ ଫୁଟ ସର୍ବାଧିକ ଜଳଧାରଣ କ୍ଷମତା ରହିଛି ତେଣୁ ଆଜି ଯେ କୌଣସି ସମୟରେ ଅଧିକ ଗେଟ ଖୋଲାଯିବା ନେଇ ସୂଚନା ମିଳିଛି ।

https://www.thesakala.in/latest-odisha-news/sambalpur/4-more-gates-of-hirakud-dam-have-been-opened/article-14066
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର