ଟ୍ରକ ପଛରେ ପିଟିହେଲା ପିସିଆର ଭ୍ୟାନ୍‌, ୪ ପୁଲିସ କର୍ମଚାରୀ ଗୁରୁତର

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ସହରର ଅଇଁଠାପାଲି ଛକରେ ଆଜି ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ପିସିଆର ଭ୍ୟାନ ପିଟି ହେବାରୁ ୪ ଜଣ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଅଧିକ ଖରାପ ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଅଇଁଠାପାଲି ଥାନାର ଏହି ପିସିଆର ଭ୍ୟାନଟି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। […]

ସମ୍ବଲପୁର: ସମ୍ବଲପୁର ସହରର ଅଇଁଠାପାଲି ଛକରେ ଆଜି ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ପିସିଆର ଭ୍ୟାନ ପିଟି ହେବାରୁ ୪ ଜଣ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଅଧିକ ଖରାପ ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଅଇଁଠାପାଲି ଥାନାର ଏହି ପିସିଆର ଭ୍ୟାନଟି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପକ୍ଷରେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇପାରିନି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

01 Jan 2023 By The Sakala

ଟ୍ରକ ପଛରେ ପିଟିହେଲା ପିସିଆର ଭ୍ୟାନ୍‌, ୪ ପୁଲିସ କର୍ମଚାରୀ ଗୁରୁତର

ସମ୍ବଲପୁର: ସମ୍ବଲପୁର ସହରର ଅଇଁଠାପାଲି ଛକରେ ଆଜି ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ପିସିଆର ଭ୍ୟାନ ପିଟି ହେବାରୁ ୪ ଜଣ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଅଧିକ ଖରାପ ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଅଇଁଠାପାଲି ଥାନାର ଏହି ପିସିଆର ଭ୍ୟାନଟି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପକ୍ଷରେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇପାରିନି।

https://www.thesakala.in/latest-odisha-news/sambalpur/pcr-van-hit-the-back-of-the-truck-3-police-seriously-injured/article-17789
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର