ସମ୍ବଲପୁର ଗସ୍ତରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଭବ୍ୟ ସ୍ବାଗତ କଲେ ନେତା ଓ କର୍ମୀ

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଗସ୍ତରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସମ୍ବଲପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ନେଲା ପରେ ସମ୍ବଲପୁର ଗସ୍ତ କରିଛନ୍ତି ପ୍ରଣବ ପ୍ରକାଶ ଦାସ । ରେଢ଼ାଖୋଲରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପରେ ଯୁଯୁମରାରେ ଏକ ବିଶାଳ ବାଇକ ରାଲିରେ ସମ୍ବଲପୁର ଗସ୍ତ କରିଛନ୍ତି ପ୍ରଣବ ପ୍ରକାଶ ଦାସ । ସାଙ୍ଗରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ, ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି ସିଦ୍ଧାର୍ଥ ଦାସ, ପୂର୍ବତନ […]

ସମ୍ବଲପୁର: ସମ୍ବଲପୁର ଗସ୍ତରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସମ୍ବଲପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ନେଲା ପରେ ସମ୍ବଲପୁର ଗସ୍ତ କରିଛନ୍ତି ପ୍ରଣବ ପ୍ରକାଶ ଦାସ । ରେଢ଼ାଖୋଲରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପରେ ଯୁଯୁମରାରେ ଏକ ବିଶାଳ ବାଇକ ରାଲିରେ ସମ୍ବଲପୁର ଗସ୍ତ କରିଛନ୍ତି ପ୍ରଣବ ପ୍ରକାଶ ଦାସ । ସାଙ୍ଗରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ, ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି ସିଦ୍ଧାର୍ଥ ଦାସ, ପୂର୍ବତନ ମନ୍ତ୍ରୀ ରୋହିତ ପୂଜାରୀଙ୍କ ସହ ହଜାର ହଜାର ସଂଖ୍ୟାରେ କର୍ମୀ ସାମିଲ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

02 Jul 2023 By The Sakala

ସମ୍ବଲପୁର ଗସ୍ତରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଭବ୍ୟ ସ୍ବାଗତ କଲେ ନେତା ଓ କର୍ମୀ

ସମ୍ବଲପୁର: ସମ୍ବଲପୁର ଗସ୍ତରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସମ୍ବଲପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ନେଲା ପରେ ସମ୍ବଲପୁର ଗସ୍ତ କରିଛନ୍ତି ପ୍ରଣବ ପ୍ରକାଶ ଦାସ । ରେଢ଼ାଖୋଲରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପରେ ଯୁଯୁମରାରେ ଏକ ବିଶାଳ ବାଇକ ରାଲିରେ ସମ୍ବଲପୁର ଗସ୍ତ କରିଛନ୍ତି ପ୍ରଣବ ପ୍ରକାଶ ଦାସ । ସାଙ୍ଗରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ, ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି ସିଦ୍ଧାର୍ଥ ଦାସ, ପୂର୍ବତନ ମନ୍ତ୍ରୀ ରୋହିତ ପୂଜାରୀଙ୍କ ସହ ହଜାର ହଜାର ସଂଖ୍ୟାରେ କର୍ମୀ ସାମିଲ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର