ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି, ୩ ଦିନରେ ଚିକିତ୍ସିତ ହେଲେଣି ୧୨୭ ଆକ୍ରାନ୍ତ

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ହୀରାକୁଦ ଅଞ୍ଚଳରେ ଝାଡାବାନ୍ତି। ୩ ଦିନ ମଧ୍ୟରେ ଝାଡାବାନ୍ତିରେ  ୧୨୭ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଜଣଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ହସ୍ପିଟାଲରେ ୭ରୁ ଉର୍ଦ୍ଧ୍ବ  ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଦୂଷିତ ପାଣି ପିଇ ଝାଡାବାନ୍ତି ହୋଇଥିବା ଅନୁମାନ କରାଯାଉଛି । ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କୁ ହୀରାକୁଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୧୦ ଜଣଙ୍କୁ ବୁର୍ଲା ଭୀମସାରରେ  ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ହୀରାକୁଦ କାଳୁପଡା, ଗଉଡପଡା, ଗୁରୁଦ୍ବାରା ଓ […]

ସମ୍ବଲପୁର: ସମ୍ବଲପୁର ହୀରାକୁଦ ଅଞ୍ଚଳରେ ଝାଡାବାନ୍ତି। ୩ ଦିନ ମଧ୍ୟରେ ଝାଡାବାନ୍ତିରେ  ୧୨୭ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଜଣଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ହସ୍ପିଟାଲରେ ୭ରୁ ଉର୍ଦ୍ଧ୍ବ  ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଦୂଷିତ ପାଣି ପିଇ ଝାଡାବାନ୍ତି ହୋଇଥିବା ଅନୁମାନ କରାଯାଉଛି । ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କୁ ହୀରାକୁଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୧୦ ଜଣଙ୍କୁ ବୁର୍ଲା ଭୀମସାରରେ  ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ହୀରାକୁଦ କାଳୁପଡା, ଗଉଡପଡା, ଗୁରୁଦ୍ବାରା ଓ ନ୍ୟୁ ମାର୍କେଟ ପଡାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

23 Mar 2024 By The Sakala

ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି, ୩ ଦିନରେ ଚିକିତ୍ସିତ ହେଲେଣି ୧୨୭ ଆକ୍ରାନ୍ତ

ସମ୍ବଲପୁର: ସମ୍ବଲପୁର ହୀରାକୁଦ ଅଞ୍ଚଳରେ ଝାଡାବାନ୍ତି। ୩ ଦିନ ମଧ୍ୟରେ ଝାଡାବାନ୍ତିରେ  ୧୨୭ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଜଣଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ହସ୍ପିଟାଲରେ ୭ରୁ ଉର୍ଦ୍ଧ୍ବ  ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଦୂଷିତ ପାଣି ପିଇ ଝାଡାବାନ୍ତି ହୋଇଥିବା ଅନୁମାନ କରାଯାଉଛି । ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କୁ ହୀରାକୁଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୧୦ ଜଣଙ୍କୁ ବୁର୍ଲା ଭୀମସାରରେ  ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ହୀରାକୁଦ କାଳୁପଡା, ଗଉଡପଡା, ଗୁରୁଦ୍ବାରା ଓ ନ୍ୟୁ ମାର୍କେଟ ପଡାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି।

https://www.thesakala.in/latest-odisha-news/sambalpur/diarrhea-is-spreading-in-hirakud-127-cases-have-been-treated-in-3-days/article-30886
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର