ଦନ୍ତାହାତୀର ମୃତଦେହ ଉଦ୍ଧାର

The Sakala Picture
Published On

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ଅନ୍ତଗତ ବଡବାହାଲ ରେଞ୍ଜ କରଡାପାଳ ଗାଁ ମୁଣ୍ଡରେ ଥିବା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି । ତେବେ କେଉଁ କାରଣରୁ ହାତୀର ମୃତ୍ୟୁ ହୋଇଛି ତାହା ଜଣାପଡି ନାହିଁ । ଗତ କାଲି ରାତିରୁ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଁଞ୍ଚି ଏହାର ତଦନ୍ତ କରୁଛି I

28 Aug 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର