କେନ୍ଦ୍ରର ଅବହେଳା, ଓଡିଶାରେ ସାରର ଅଭାବ

The Sakala Picture
Published On

କେନ୍ଦ୍ରରୁ ଆବଶ୍ୟକ ସାର ଆସୁନଥିବାରୁ ସାରା ରାଜ୍ୟରେ ସାରର ଘୋର ଅଭାବ ଦେଖା ଦେଇଛି । ଯାହା ଫଳରେ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି । ଆବଶ୍ୟକ ସାର ପାଇଁ ଦାବି କରି ଆସୁଛନ୍ତି ଓଡ଼ିଶା ସରକାର । ଏନେଇ କେନ୍ଦ୍ରକୁ କୃଷି ମନ୍ତ୍ରୀ ମଧ୍ୟ ଚିଠି ଲେଖିଛନ୍ତି । ମରୁଡ଼ି ସମୟରେ ଚାଷୀ ହତାଶ ହେଉଥିବା ବେଳେ କେନ୍ଦ୍ରର ଏହି ଅବହେଳାକୁ ତୀବ୍ର ବିରୋଧ କରିଛି ବିଜେଡି। ଆଜି ରାଜଭବନ ନିକଟରେ ଦଳ ପକ୍ଷରୁ ଶାନ୍ତିପୂର୍ଣ୍ଣ […]

କେନ୍ଦ୍ରରୁ ଆବଶ୍ୟକ ସାର ଆସୁନଥିବାରୁ ସାରା ରାଜ୍ୟରେ ସାରର ଘୋର ଅଭାବ ଦେଖା ଦେଇଛି । ଯାହା ଫଳରେ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି । ଆବଶ୍ୟକ ସାର ପାଇଁ ଦାବି କରି ଆସୁଛନ୍ତି ଓଡ଼ିଶା ସରକାର । ଏନେଇ କେନ୍ଦ୍ରକୁ କୃଷି ମନ୍ତ୍ରୀ ମଧ୍ୟ ଚିଠି ଲେଖିଛନ୍ତି । ମରୁଡ଼ି ସମୟରେ ଚାଷୀ ହତାଶ ହେଉଥିବା ବେଳେ କେନ୍ଦ୍ରର ଏହି ଅବହେଳାକୁ ତୀବ୍ର ବିରୋଧ କରିଛି ବିଜେଡି। ଆଜି ରାଜଭବନ ନିକଟରେ ଦଳ ପକ୍ଷରୁ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ କରାଯାଇଛି । ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେଇଛି ବିଜେଡି ।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ଅନ୍ୟପଟେ ସାରକୁ ନେଇ ସମ୍ବଲପୁରରେ ସମାନ ସ୍ଥିତି । ସାରର ଅଭାବୀ ବିକ୍ରିକୁ ନେଇ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ ଆଗରେ ବିଜେଡି କୃଷକ ଜନତା ଦଳ ଧାରଣା ଦେଇଛି । ଏବେ ରାଜ୍ୟରେ ୪ ଲକ୍ଷ ମେଟ୍ରିକ ଟନ୍‌ ସାର ଦରକାର ଥିବା ବେଳେ ମାତ୍ର ୨ ଲକ୍ଷ ମେଟ୍ରିକ ଟନ୍ କେନ୍ଦ୍ର ଦେଇଛି । ଚାଷ କାର୍ଯ୍ୟ ସରି ଆସୁଥିବା ବେଳେ କେନ୍ଦ୍ର ସରକାର ୟୁରିଆ ସାର ଯୋଗାଉନଥିବା ବିଜେଡି ଅଭିଯୋଗ କରିଛି । ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

01 Sep 2021 By The Sakala

କେନ୍ଦ୍ରର ଅବହେଳା, ଓଡିଶାରେ ସାରର ଅଭାବ

କେନ୍ଦ୍ରରୁ ଆବଶ୍ୟକ ସାର ଆସୁନଥିବାରୁ ସାରା ରାଜ୍ୟରେ ସାରର ଘୋର ଅଭାବ ଦେଖା ଦେଇଛି । ଯାହା ଫଳରେ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି । ଆବଶ୍ୟକ ସାର ପାଇଁ ଦାବି କରି ଆସୁଛନ୍ତି ଓଡ଼ିଶା ସରକାର । ଏନେଇ କେନ୍ଦ୍ରକୁ କୃଷି ମନ୍ତ୍ରୀ ମଧ୍ୟ ଚିଠି ଲେଖିଛନ୍ତି । ମରୁଡ଼ି ସମୟରେ ଚାଷୀ ହତାଶ ହେଉଥିବା ବେଳେ କେନ୍ଦ୍ରର ଏହି ଅବହେଳାକୁ ତୀବ୍ର ବିରୋଧ କରିଛି ବିଜେଡି। ଆଜି ରାଜଭବନ ନିକଟରେ ଦଳ ପକ୍ଷରୁ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ କରାଯାଇଛି । ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେଇଛି ବିଜେଡି ।

ଅନ୍ୟପଟେ ସାରକୁ ନେଇ ସମ୍ବଲପୁରରେ ସମାନ ସ୍ଥିତି । ସାରର ଅଭାବୀ ବିକ୍ରିକୁ ନେଇ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ ଆଗରେ ବିଜେଡି କୃଷକ ଜନତା ଦଳ ଧାରଣା ଦେଇଛି । ଏବେ ରାଜ୍ୟରେ ୪ ଲକ୍ଷ ମେଟ୍ରିକ ଟନ୍‌ ସାର ଦରକାର ଥିବା ବେଳେ ମାତ୍ର ୨ ଲକ୍ଷ ମେଟ୍ରିକ ଟନ୍ କେନ୍ଦ୍ର ଦେଇଛି । ଚାଷ କାର୍ଯ୍ୟ ସରି ଆସୁଥିବା ବେଳେ କେନ୍ଦ୍ର ସରକାର ୟୁରିଆ ସାର ଯୋଗାଉନଥିବା ବିଜେଡି ଅଭିଯୋଗ କରିଛି । ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର