ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ତହସିଲଦାର

The Sakala Picture
Published On

ସମ୍ବଲପୁର: ଲାଞ୍ଚ ନେଇ ଧରାପଡିଲେ ତହସିଲଦାର। ବାମର ତହସିଲଦାର ଅଶ୍ଵିନୀ ପଣ୍ଡା ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରଙ୍ଗେ ହାତ ଧରିଲା ଭିଜିଲାନ୍ସର ସ୍ଵତନ୍ତ୍ର ଟିମ୍। ଜମି ମ୍ୟୁଟେଶନ ପାଇଁ ଲାଞ୍ଚ ନେଉଥିଲେ ତହସିଲଦାର।

ସମ୍ବଲପୁର: ଲାଞ୍ଚ ନେଇ ଧରାପଡିଲେ ତହସିଲଦାର। ବାମର ତହସିଲଦାର ଅଶ୍ଵିନୀ ପଣ୍ଡା ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରଙ୍ଗେ ହାତ ଧରିଲା ଭିଜିଲାନ୍ସର ସ୍ଵତନ୍ତ୍ର ଟିମ୍। ଜମି ମ୍ୟୁଟେଶନ ପାଇଁ ଲାଞ୍ଚ ନେଉଥିଲେ ତହସିଲଦାର।

ଆହୁରି ପଢ଼ନ୍ତୁ: କଳାହାଣ୍ଡିରେ ବିଭତ୍ସ ହତ୍ୟାକାଣ୍ଡ: ବିଲରୁ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର