ଟ୍ରକକୁ ଜୋରରେ ଧକ୍କାଦେଲା କାର୍: ଚାଲିଗଲା ଦୁଇ ଜୀବନ, ୨ ଗୁରୁତର

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ଲଡୁଖାଇ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ କାର ଡିଭାଇଡର ଡେଇଁ ଟ୍ରକରେ ପିଟିହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ୪ ଜଣ ଯୁବକ ସମ୍ୱଲପୁର ପଟୁ ଗୋଡଭଗାକୁ ଏକ କାର୍ ଯୋଗେ ଯାଉଥିବା ସମୟରେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାରଟି ଜାତୀୟ ରାଜପଥର ଡିଭାଇଡର ଡେଇଁ ବରଗଡ଼ ପଟୁ ଆସୁଥିବା ଏକ ଟ୍ରକରେ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକେ […]

ସମ୍ବଲପୁର: ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ଲଡୁଖାଇ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ କାର ଡିଭାଇଡର ଡେଇଁ ଟ୍ରକରେ ପିଟିହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ସୂଚନା ଅନୁସାରେ, ୪ ଜଣ ଯୁବକ ସମ୍ୱଲପୁର ପଟୁ ଗୋଡଭଗାକୁ ଏକ କାର୍ ଯୋଗେ ଯାଉଥିବା ସମୟରେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାରଟି ଜାତୀୟ ରାଜପଥର ଡିଭାଇଡର ଡେଇଁ ବରଗଡ଼ ପଟୁ ଆସୁଥିବା ଏକ ଟ୍ରକରେ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ କାରରୁ ଯୁବକମାନଙ୍କୁ ଉଦ୍ଧାରକରି ଆମ୍ବୁଲାନ୍ସ ଯୋଗେ ବୁର୍ଲା ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଭାବେ ଆହତ ଅନ୍ୟ ଦୁଇ ଜଣ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

25 May 2025 By The Sakala

ଟ୍ରକକୁ ଜୋରରେ ଧକ୍କାଦେଲା କାର୍: ଚାଲିଗଲା ଦୁଇ ଜୀବନ, ୨ ଗୁରୁତର

ସମ୍ବଲପୁର: ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ଲଡୁଖାଇ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ କାର ଡିଭାଇଡର ଡେଇଁ ଟ୍ରକରେ ପିଟିହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ୪ ଜଣ ଯୁବକ ସମ୍ୱଲପୁର ପଟୁ ଗୋଡଭଗାକୁ ଏକ କାର୍ ଯୋଗେ ଯାଉଥିବା ସମୟରେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାରଟି ଜାତୀୟ ରାଜପଥର ଡିଭାଇଡର ଡେଇଁ ବରଗଡ଼ ପଟୁ ଆସୁଥିବା ଏକ ଟ୍ରକରେ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ କାରରୁ ଯୁବକମାନଙ୍କୁ ଉଦ୍ଧାରକରି ଆମ୍ବୁଲାନ୍ସ ଯୋଗେ ବୁର୍ଲା ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଭାବେ ଆହତ ଅନ୍ୟ ଦୁଇ ଜଣ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

https://www.thesakala.in/latest-odisha-news/sambalpur/car-hits-truck-two-lives-lost-2-critical/article-40780
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର