ପୁଣି ଖାକିରେ ଲାଗିଲା ଦାଗ : ସମ୍ପର୍କୀୟ ଭାଣିଜୀଙ୍କୁ ଦୁଷ୍କର୍ମ ଉଦ୍ୟମ କରି କନଷ୍ଟେବଳ ଗିରଫ

ସମ୍ବଲପୁର : ସମ୍ପର୍କୀୟ ଭାଣିଜୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ କନଷ୍ଟେବଳ ଗିରଫ। ଏପରି ଘଟଣା ଘଟିଛି ସମ୍ବଲପୁର ଅଞ୍ଚଳରେ । ସମ୍ବଲପୁରରେ ଜଣେ ପୁଲିସ କର୍ମଚାରୀ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ସାଙ୍ଘାତିକ ଅଭିଯୋଗ ହୋଇଛି । ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ କନେଷ୍ଟବଳଙ୍କୁ ଗିରଫ କରିଛି ସମ୍ବଲପୁର ପୁଲିସ। ବରେଇପାଲି ଥାନାରେ କାର୍ଯ୍ୟରତ କନଷ୍ଟେବଳ ବିରଞ୍ଚି ମୁଣ୍ଡାଙ୍କୁ ଗିରଫ କରାଯାଇଛି । ସମ୍ପର୍କୀୟ ଭାଣିଜୀଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗରେ କନଷ୍ଟେବଳଙ୍କୁ ଗିରଫ କରାଯାଇଥିବା ନେଇ […]

ସମ୍ବଲପୁର : ସମ୍ପର୍କୀୟ ଭାଣିଜୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ କନଷ୍ଟେବଳ ଗିରଫ। ଏପରି ଘଟଣା ଘଟିଛି ସମ୍ବଲପୁର ଅଞ୍ଚଳରେ । ସମ୍ବଲପୁରରେ ଜଣେ ପୁଲିସ କର୍ମଚାରୀ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ସାଙ୍ଘାତିକ ଅଭିଯୋଗ ହୋଇଛି । ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ କନେଷ୍ଟବଳଙ୍କୁ ଗିରଫ କରିଛି ସମ୍ବଲପୁର ପୁଲିସ।

ବରେଇପାଲି ଥାନାରେ କାର୍ଯ୍ୟରତ କନଷ୍ଟେବଳ ବିରଞ୍ଚି ମୁଣ୍ଡାଙ୍କୁ ଗିରଫ କରାଯାଇଛି । ସମ୍ପର୍କୀୟ ଭାଣିଜୀଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗରେ କନଷ୍ଟେବଳଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ପୁଲିସ ସୂଚନା ଦେଇଛି। ବିରଞ୍ଚି ମୁଣ୍ଡାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ପରିବାର ଲୋକେ ଦାବି କରିଛନ୍ତି। ସେପଟେ ଦୁଷ୍କର୍ମ ଉଦ୍ୟମ କରିଥିବା ପୁଲିସ୍ କର୍ମଚାରୀଙ୍କ ଡାକ୍ତରୀ ପରୀକ୍ଷା ପରେ ସମ୍ବଲପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

About The Author: The Sakala