ସମ୍ବଲପୁର: ସମ୍ବଲପୁର ହୀରାକୁଦ ଅଞ୍ଚଳରେ ଝାଡାବାନ୍ତି। ୩ ଦିନ ମଧ୍ୟରେ ଝାଡାବାନ୍ତିରେ ୧୨୭ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଜଣଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ହସ୍ପିଟାଲରେ ୭ରୁ ଉର୍ଦ୍ଧ୍ବ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଦୂଷିତ ପାଣି ପିଇ ଝାଡାବାନ୍ତି ହୋଇଥିବା ଅନୁମାନ କରାଯାଉଛି । ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କୁ ହୀରାକୁଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୧୦ ଜଣଙ୍କୁ ବୁର୍ଲା ଭୀମସାରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ହୀରାକୁଦ କାଳୁପଡା, ଗଉଡପଡା, ଗୁରୁଦ୍ବାରା ଓ ନ୍ୟୁ ମାର୍କେଟ ପଡାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି।
ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି, ୩ ଦିନରେ ଚିକିତ୍ସିତ ହେଲେଣି ୧୨୭ ଆକ୍ରାନ୍ତ
ସମ୍ବଲପୁର: ସମ୍ବଲପୁର ହୀରାକୁଦ ଅଞ୍ଚଳରେ ଝାଡାବାନ୍ତି। ୩ ଦିନ ମଧ୍ୟରେ ଝାଡାବାନ୍ତିରେ ୧୨୭ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଜଣଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ହସ୍ପିଟାଲରେ ୭ରୁ ଉର୍ଦ୍ଧ୍ବ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଦୂଷିତ ପାଣି ପିଇ ଝାଡାବାନ୍ତି ହୋଇଥିବା ଅନୁମାନ କରାଯାଉଛି । ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କୁ ହୀରାକୁଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୧୦ ଜଣଙ୍କୁ ବୁର୍ଲା ଭୀମସାରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ହୀରାକୁଦ କାଳୁପଡା, ଗଉଡପଡା, ଗୁରୁଦ୍ବାରା ଓ […]