ପୁଣି ହାତୀ ମୃତ୍ଯୁ: ଜଙ୍ଗଲରୁ ଠାବ ହେଲା ଆଉ ୨ ହାତୀ ମୃତଦେହ

The Sakala Picture
Published On

କୁଚିଣ୍ଡା: ପୁଣି ଠାବ ହେଲା ହାତୀ ମୃତଦେହ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବାମରା ବଡ଼ରମା ରେଞ୍ଜ ତିଲେଇମାଲ ପତ୍ରା ଜଙ୍ଗଲରେ ୨ଟି ହାତୀ ମୃତଦେହ ଠାବ ହୋଇଛି । ଗୋଟିଏ ମାଈ ହାତୀର ମୃତଦେହ ଠାବ ହୋଇଥିବା ବେଳେ ଅନ୍ୟ ହାତୀଟି ଦନ୍ତାହାତୀ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଗୋଟିଏ ଦନ୍ତା ଓ ଗୋଟିଏ ମାଈ ହାତୀ ପଡିଥିବାର ସ୍ଥାନୀୟଲୋକେ ଦେଖିବାକୁ ପାଇଥିଲେ । ଏହାପରେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ।  ଖବର ପାଇବା […]

କୁଚିଣ୍ଡା: ପୁଣି ଠାବ ହେଲା ହାତୀ ମୃତଦେହ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବାମରା ବଡ଼ରମା ରେଞ୍ଜ ତିଲେଇମାଲ ପତ୍ରା ଜଙ୍ଗଲରେ ୨ଟି ହାତୀ ମୃତଦେହ ଠାବ ହୋଇଛି । ଗୋଟିଏ ମାଈ ହାତୀର ମୃତଦେହ ଠାବ ହୋଇଥିବା ବେଳେ ଅନ୍ୟ ହାତୀଟି ଦନ୍ତାହାତୀ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ସୂଚନା ଅନୁଯାୟୀ, ଗୋଟିଏ ଦନ୍ତା ଓ ଗୋଟିଏ ମାଈ ହାତୀ ପଡିଥିବାର ସ୍ଥାନୀୟଲୋକେ ଦେଖିବାକୁ ପାଇଥିଲେ । ଏହାପରେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ।  ଖବର ପାଇବା ପରେ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଛି । ହାତୀ ଦ୍ୱୟଙ୍କ କିପରି ମୃତ୍ୟୁ ହୋଇଛି ତାହାର କାରଣ ଜଣାପଡ଼ିନାହିଁ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର